ଘର ଆଗରେ ଯୁବକଙ୍କୁ ହାଣି ଦେଲେ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା  କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ଜଟଣୀ ବିକାଶ ନଗରର ରାକେଶ ତ୍ରିପାଠୀ।  ନିଜ ଘର ଆଗରେ ଛିଡା ହୋଇଥିବା ବେଳେ କେତେକ ଯୁବକ ପହଞ୍ଚି ବିକାଶଙ୍କୁ ଛୁରିରେ ଆକ୍ରମଣ କରିଥିଲେ ।

ପଡ଼ୋଶୀ ଘରର ବଣିଆ ସାହୁ ଓ ତାଙ୍କ ତିନି ପୁଅ ଏହି ଆକ୍ରମଣ କରିଥିବା ମୃତକଙ୍କ ମା’ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ଜଟଣୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି  ।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like