ଜେଲ୍‌ରେ ପୁଞ୍ଜିଲାଲ ମେହେରଙ୍କୁ ମାଡ଼ ଅଭିଯୋଗ

ବଲାଙ୍ଗିର: ପୁଞ୍ଜିଲାଲ ମେହେରଙ୍କୁ ମାଡ଼ ଅଭିଯୋଗ। ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ମାଡ଼ ଅଭିଯୋଗ। ବଲାଙ୍ଗିର ଜେଲରେ ଜେଲର୍ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି। ପାଟଣାଗଡ଼ SDJM କୋର୍ଟରେ ମାଡ଼ ନେଇ ତାଙ୍କର ଓକିଲ ଜଣାଇଛନ୍ତି। ଏହାସହ ଚିକିତ୍ସା ବ୍ୟବସ୍ଥା କରିବାକୁ ଓକିଲ କହିଛନ୍ତି।

ପ୍ରକାଶଥାଉକି, ଆଜକୁ ୨ ବର୍ଷ ତଳେ ଅର୍ଥାତ ୨୦୧୮ ମସିହା ଫେବ୍ରୁଆରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟିଥିଲା। ଏହି ଭୟଙ୍କରେ ବିସ୍ଫୋରଣରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ପାଟଣାଗଡ଼ ସହରର ବରହମ୍ପୁରାରେ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ଘରକୁ ଆସିଥିବା ଏକ ବୋମା ଭର୍ତ୍ତି ପାର୍ସଲ ବିସ୍ଫୋରଣ ହୋଇଥିଲା। ଏଥିରେ ରବୀନ୍ଦ୍ରଙ୍କ ନବ ବିବାହିତ ପୁଅ ସୌମ୍ୟଶେଖର ଏବଂ ସୌମ୍ୟଶେଖରଙ୍କ ସମ୍ପର୍କୀୟ ଜେଜେ ମା’ଙ୍କ ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like