ବସ୍‌ ଭିତରୁ ମିଳିଲା ଏସିଡ୍‌

ବାଲେଶ୍ୱର:ଯାତ୍ରୀବାହୀ ବସ୍‌ରୁ ଜବତ ହୋଇଛି ବିପୁଳ ପରିମାଣର ଏସିଡ । ଗତକାଲି ବିଳମ୍ବିତ ରାତିରେ ଏହି ଏସିଡ଼କୁ ଜବତ କରିଛି ବାଲେଶ୍ୱର ପୁଲିସ।

ନିଗମ ନାମକ ଏକ ଯାତ୍ରୀବାହୀ ବସ୍‌ କୋଲକାତାରୁ ଧାମରା ଯାଉଥିଲା। ବସ୍‌ରେ ଏସିଡ଼ ଯାଉଥିବା ନେଇ ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥରେ ବସ୍‌ଟିକୁ ଅଟକାଇଥିଲା। ଖୋଳତାଡ଼ କରିବା ପରେ ପୁଲିସ୍ ବସ୍‌ ଭିତରୁ ଏହି ଏସିଡ ଜବତ କରାଯାଇଛି।  ପୋଲିସ ବସ୍‌କୁ ଜବତ କରିବା ସହ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏ ସମ୍ପର୍କରେ ବସ୍ ମାଲିକ କିମ୍ବା ପୋଲିସର ପ୍ରତିକ୍ରିୟା ମିଳିପାରିନି

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like