୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇଲା ସ୍ୱାସ୍ଥ୍ୟ ବିଭାଗ

ମାଲକାନ୍‌ଗିରି: ଡ୍ୟୁଟି ବେଳେ ଟିକ୍‌ଟକ୍ କରି ଭାଇରାଲ ହୋଇଥିବା ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୪ ଜଣ ନର୍ସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।  ମେଡିକାଲ କତ୍ତୃପକ୍ଷ ସଂପୃକ୍ତ ୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇ ଦେଇଛନ୍ତି । ସୋସିଆଲ୍ ମିଡିଆରେ ଶସ୍ତା ଲୋକପ୍ରିୟତା ହାସଲ ପାଇଁ  ନର୍ସମାନେ ଡ୍ୟୁଟିରେ ଥିଲା ବେଳେ ଟିକ୍‌ଟକ୍ ଭିଡିଓ  କରିଥିଲେ  । ଏହି  ଚିତ୍ର ସାମ୍ନାକୁ ଆସିବା ପରେ ସଂପୃକ୍ତ ନର୍ସମାନଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା ଏବଂ ଆଜି ସେମାନଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଯାଇଛି ।

ଆହୁରି ପଢ଼ନ୍ତୁ

ସମୁଦ୍ର କୂଳରେ ଏମିତି ଲୁକ୍‌ରେ ମନ୍ଦିରା, ଭାଇରାଲ ହେଲା ଫଟୋ

ଭାରତର ଲଗାତାର ୫ମ ବିଜୟ, ୱେଷ୍ଟଇଣ୍ଡିଜ୍ ଧରାଶାୟୀ

‘ଫୋନି’ ଖୋଲିଦେଲା ଜାଲ୍‌ ରାସନକାର୍ଡ ଗୁମର: ଚାଉଳ ନେଲେ ଟଙ୍କା ପାଇଁ ଆସିଲେନି

ପୋଲାଭରମ୍‌ ପ୍ରକଳ୍ପ ଆଗେଇନେବା ପାଇଁ ଆନ୍ଧ୍ରକୁ ଅନୁମତି

ଦାୟିତ୍ୱହୀନତା: ଉଦ୍ଧାର ହେଲେ ୨ ଶିଶୁପୁତ୍ର, ଜଣେ କାର୍ ଭିତରୁ, ଜଣେ ବନ୍ଦ ଘରୁ

ତିନି ରାଜ୍ୟସଭା ପ୍ରାର୍ଥୀ କୋଟିପତି, ଅମରଙ୍କ ନାଁରେ ରହିଛି ଏମିତି ଅଭିଯୋଗ

ମୋଟ୍ ବ୍ୟୟ ପରିମାଣ ୧ ଲକ୍ଷ ୩୯ ହଜାର କୋଟି  ଛୁଇଁବା ସମ୍ଭାବନା

ରାଜଧାନୀରୁ କାର ଲୁଟ୍ ଘଟଣାର ପର୍ଦ୍ଦାଫାସ

ପାଠ୍ୟ ପୁସ୍ତକରେ ଏଣିକି ରହିବ କ୍ୟୁଆର କୋର୍ଡ

ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା, ୫ ଦୋଷୀଙ୍କୁ ଆଜୀବନ ଜେଲ୍‌

ମହଙ୍ଗା ପଡ଼ିଲା କମେଣ୍ଟ ମରା, ଜୋତାରେ ପିଟିଲେ ମହିଳା

ପରିବାରବାଦ ରାଜନୀତିର ଆଉ ଫର୍ଦ୍ଦେ ଯୋଡିଲେ ମାୟାବତୀ

You might also like