ଅଭିନେତ୍ରୀ ନିକିତା ମୃତ୍ୟୁ ମାମଲା ; ଶାଶୁ ଘରେ ଲଟକା ଲଗାଇଲା ଚାଉଳିଆଗଂଜ ପୁଲିସ

କଟକ : ଅଭିନେତ୍ରୀ ନିକିତା ଓରଫ ଲକ୍ଷ୍ମୀପ୍ରିୟା ବେହେରା ମୃତ୍ୟୁ ମାମଲାରେ ନିକିତାଙ୍କ ଶାଶୁ ଘରେ ଆଜି ଚାଉଳିଆଗଂଜ ପୁଲିସ ତରଫରୁ ଲଟକା ଝୁଲାଯାଇଛି। ନୋଟିସ ସତ୍ତ୍ୱେ ଲିପନଙ୍କ ବାପା ଓ ମାଆ ହାଜର ନହେବାରୁ ଏହି ଲଟକା ଝୁଲାଯାଇଥିବା ଡିସିପି ସୂଚନା ଦେଇଛନ୍ତି।

ଲଟକାରେ ୧୯ ତାରିଖ ଦିନ ୧୧ଟା ସୁଦ୍ଧା ଉଭୟ ଚାଉଳିଆଗଂଜ ଥାନାରେ ହାଜର ପାଇଁ ନିର୍ଦ୍ଦେଶ ରହିଛି। ଘଟଣାରେ ପୁଲିସ ପକ୍ଷରୁ ଉଭୟଙ୍କୁ ନୋଟିସ ଜାରି କରାଯାଇଥିଲା।  ତେବେ ଉଭୟ ବର୍ତ୍ତମାନ ସୁଦ୍ଧା ଚାଉଳିଆଗଞ୍ଜ ଥାନାରେ ହାଜର ହୋଇ ନିଜର ପକ୍ଷ ରଖିନାହାନ୍ତି।

ସେପଟେ ନିକିତାଙ୍କ ଶାଶୁ, ଶ୍ୱଶୂର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା କୁହାଯାଉଛି।

ଆହୁରି ପଢ଼ନ୍ତୁ

ବିଜୁ ଯୁବ ବାହିନୀ ସଦସ୍ୟ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ

ଭାଙ୍ଗିଲା ରକ୍ଷଣଶୀଳତାର ମଜବୁତ୍ ବାଡ଼; ଝିଅ କାନ୍ଧରେ ମଶାଣି ଗଲେ ବାପା

ପାଟକୁରା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ବିରୋଧରେ ନକଲି ଭିଡିଓ ଭାଇରାଲ୍

କ୍ରୀଡ଼ାର ପ୍ରାଣ କେନ୍ଦ୍ର କୁହାଯାଉଥିବା ଓଡ଼ିଶାରେ ନାହିଁ କ୍ରୀଡ଼ା ନୀତି

ପ୍ରଶାନ୍ତଙ୍କ ଦୃଢ଼ ଇଛାଶକ୍ତି ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା

ଧୋକା ଦେଲା ମୌସୁମୀ: ଶ୍ରାବଣ ମାସରେ ବିଲ ଫାଟି ଆଁ

ସାପ ସହ ଷ୍ଟଣ୍ଟ କରିବା ମହଙ୍ଗା ପଡ଼ିଲା

ବିଜେପି ସଦସ୍ୟତା ଅଭିଯାନ: ୧୦ ଲକ୍ଷ ଯୁବକଙ୍କୁ ଦଳରେ ସାମିଲ୍‌ କରିବାକୁ ଲକ୍ଷ୍ୟ

ପାଣି ପାଇଁ ତାତିଲେ ଲୋକେ

ପାଟକୁରା ନିର୍ବାଚନ: ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଦାବି କଲା ବିଜେଡି

ଦୁର୍ବୃତ୍ତ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ; ଫାଇନାଲରେ ଭାରତୀୟ ପୁରୁଷ ଓ ମହିଳା ଟିମ୍

You might also like