ପାଣିରେ ପଶି ବନ୍ୟା ବିପନ୍ନଙ୍କ କଥା ବୁଝିଲେ ଅଭିନେତ୍ରୀ ରାନୀ ପଣ୍ଡା

ଯାଜପୁର: ବନ୍ୟା ଭଳି ବିପତ୍ତିରେ ବିପନ୍ନଙ୍କ ସହିତ ଠିଆ ହୋଇଛନ୍ତି ଯାତ୍ରା ଅଭିନେତ୍ରୀ ରାନି ପଣ୍ଡା। ଏହା ସହିତ ପୀଡ଼ିତଙ୍କୁ ସେ ସହାୟତା ମଧ୍ୟ ପ୍ରଦାନ କରିଛନ୍ତି। ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ କଣ୍ଟିପୁର ପଞ୍ଚାୟତର ଇଚ୍ଛାପୁର ଗାଁକୁ ଯାଇ ବନ୍ୟା ପୀଡ଼ିତଙ୍କୁ ଭେଟିଛନ୍ତି ରାନି। ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିବା ସହିତ ବପିନ୍ନଙ୍କୁ ଆଶ୍ୱାସନା ଦେଇଛନ୍ତି। ଲୋକଙ୍କୁ ଦୁର୍ଦ୍ଦଶା ଦେଖି ସେ ଭାବପ୍ରବଣ ହେବା ସହିତ ପୀଡ଼ିତଙ୍କୁ ରିଲିଫ ବଣ୍ଟନ କରିଥିଲେ ରାନୀ।

କରୋନା ସମୟରେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଦାନ କରୁଥିବାର ଫଟୋ

ଯାତ୍ରାରେ ବୋଲ୍ଡ ସିନ୍‌କୁ ନେଇ ବିବାଦ ଘେରକୁ ଆସଥିବା ରାନୀ ଏହା ପୂର୍ବରୁ କରୋନା ବିପତ୍ତି ସହିତ ଲଢ଼ିବା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ଦାନ କରି ଚର୍ଚ୍ଚାକୁ ଆସିଥିଲେ ରାନୀ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like