ସରିଲା ଶ୍ରୀଜୀଉଙ୍କ ଅଧରପଣା ନୀତି

ନୂଆଦିଲ୍ଲୀ: ସରିଲା ଶ୍ରୀଜୀଉଙ୍କ ଅଧରପଣା ନୀତି। ରଥାରୁଢ଼ ତିନି ଠାକୁରଙ୍କ ତିନି ରଥରେ ଆଜି ଅଧରପଣା ନୀତି ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଓଠ ଉଚ୍ଚର ୩ଟି ଲେଖାଏଁ ୯ଟି ମାଟି ପାତ୍ରରେ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା।Image

ପରମ୍ପରା ଅନୁସାରେ କ୍ଷୀର, ସର, ଛେନା, କଦଳୀ ସହ ଅନ୍ୟ ସୁବାସିତ ଦ୍ରବ୍ୟରେ ପ୍ରସ୍ତୁତ ଏହି ଦିବ୍ୟ ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଇଥିଲା। ଏହି ଦିବ୍ୟ ପଣା ଲାଗି ସମସ୍ତ ସାମଗ୍ରୀ ଓଡ଼ିଆ ମଠ, ରାଘବ ଦାସ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।

Image

ରଥରେ ଥିବା ପାର୍ଶ୍ୱ ଦେବାଦେବୀ ଓ ଚଣ୍ଡି-ଚାମଣ୍ଡାଙ୍କ ଉଦ୍ଦେଶ୍ୟର ଅର୍ପଣ କରାଯାଉଥିବାରୁ ଏମାନେ ଏହି ବିଦ୍ୟ ପଣା ପାଇ ତୃପ୍ତ ହେଉଥିବା ବିଶ୍ୱାସ ରହିଛି। ଆସନ୍ତାକାଲି ଚତୁର୍ଦ୍ଧାମୂର୍ତ୍ତିଙ୍କ ନବ ଦିନାତ୍ମକ ଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।

Image

Image

Image

Image

 

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like