ଆଦିତ୍ୟ ମୃତ୍ୟୁ ମାମଲାର ଠୋସ୍ ପ୍ରମାଣ ମିଳିବ କେବେ?

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ନୂଆ ମୋଡ଼। ତଦନ୍ତ ପ୍ରକ୍ରିୟାର ଗୁରୁତ୍ୱପୂର୍ଣ୍ଣ ଦିଗ କୁହାଯାଉଥିବା ସୁଇସାଇଡ ନୋଟ୍‌କୁ ନେଇ ବଡ଼ ଖୁଲାସା। ଆଦିତ୍ୟଙ୍କ ଡାଏରୀର ହାତଲେଖାକୁ ନେଇ ଯେଉଁ ସସପେନ୍ସ ସୃଷ୍ଟି ହୋଇଥିଲା, ସେଥିରେ ପୂର୍ଣ୍ଣଛେଦ ପଡ଼ିଛି। ସୁଇସାଇଡ୍ ନୋଟ୍ ନିଜେ ଆଦିତ୍ୟ ଦାଶ ଲେଖିଥିବା ଫରେନସିକ୍ ଯାଞ୍ଚରୁ ସ୍ପଷ୍ଟ ହୋଇଛି। ଫରେନ୍ସିକ ରିପୋର୍ଟରେ ଏହା ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି ଯେ, ନିଜେ ଆଦିତ୍ୟ ହିଁ ଜବତ ଡାଏରୀରେ ନିଜ ଶେଷ କଥା ଲେଖିଛନ୍ତି। ରେଲେଓ୍ୱ ଏଡିଜି ପ୍ରାଣବିନ୍ଦୁ ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି।

 ଆଦିତ୍ୟଙ୍କ ମୃତ୍ୟୁକୁ ନେଇ ଏବେବି ଅନେକ ଅସମାହିତ ପ୍ରଶ୍ନ:-

୧. ଆଦିତ୍ୟଙ୍କ ମୃତ୍ୟୁ ଆତ୍ମହତ୍ୟା ନା ହତ୍ୟା?

୨. ଡାଏରୀର ଲେଖା ସହ ଆଦିତ୍ୟଙ୍କ ହାତଲେଖା ମିଶିଗଲା, ତାହେଲେ ଏହା କଣ ଆତ୍ମହତ୍ୟା?

୩. ଯଦି ସୁଇସାଇଡ୍ ନୋଟ୍ ଆଦିତ୍ୟଙ୍କର ତେବେ ଆତ୍ମହତ୍ୟାର କାରଣ କଣ?

୪. ଫେସବୁକ୍ ପୋଷ୍ଟଟି କାହା ମୋବାଇଲରୁ ଆଉ କିଏ କରିଛି?

୫. ଆଗକୁ ଆଦିତ୍ୟଙ୍କ ପତ୍ନୀ ଓ ତାଙ୍କ ବନ୍ଧୁମାନଙ୍କ ଲାଏ ଡିଟେକ୍ସନ ହେବ କି?

୬. ଆଦିତ୍ୟ ମୃତ୍ୟୁ ମାମଲାର ଠୋସ୍ ପ୍ରମାଣ ମିଳିବ କେବେ?

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like