କଣ୍ଟେନମେଣ୍ଟ ଜୋନ ଘୋଷଣା ପରେ ଗାଁ ଲୋକଙ୍କ ରାସ୍ତା ଅବରୋଧ

ଗଜପତି: ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକର ଜିରାଙ୍ଗ ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା ପରେ ଲୋକେ ଗଛ ଓ ପଥର ପକାଇ ରାସ୍ତା ଅବରୋଧ କରିଛନ୍ତି। ଜିରାଙ୍ଗ ଗାଁରୁ କରୋନା ପଜିଟିଭ ବାହାରିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାଁକୁ ଗୋଟିଏ ସପ୍ତାହ ପାଇଁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି।

ଏହାକୁ ନେଇ ଗ୍ରାମବାସୀମାନେ ମୁଖ୍ୟ ରାସ୍ତାରେ ପଥର ଓ ଗଛ ପକାଇ ରାସ୍ତାକୁ ଅବରୋଧ କରିଥିଲେ। ଯେପରି ଗାଁକୁ ବାହାରୁ ଲୋକ ଆସିନପାରିବେ, ଏଥିପାଇଁ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ଖବର ପାଇ ବିଡ଼ିଓ ପହଞ୍ଚି ଅଗ୍ନିଶମ ବାହିନୀ ସହାୟତାରେ ରାସ୍ତା ଅବରୋଧ ହଟାଇଥିଲେ। କଣ୍ଟେନମେଣ୍ଟ ଜୋନ ଗ୍ରାମବାସୀଙ୍କୁ ପ୍ରଶାସନ ପକ୍ଷରୁ ମେଡିକାଲ ଟେଷ୍ଟ ସହ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ ବୋଲି ବିଡିଓ କହିଛନ୍ତି।

ଆହୁରି ପଢ଼ନ୍ତୁ

କଟକରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ; ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ୍

ବିଏମ୍‌ସି ଅଞ୍ଚଳରେ ସମାବେଶ ଉପରେ କଟକଣା

ସମ୍ପନ୍ନ ହେଲା ନୀଳାଦ୍ରି ବିଜେ: ନୀଳକନ୍ଦରକୁ ବାହୁଡ଼ିଗଲେ ଚତୁର୍ଦ୍ଧାମୂରତି

ବାହାଘରରେ କରୋନା କଟକଣା ଉଲ୍ଲଙ୍ଘନ: ହୋଟେଲ୍ ସିଲ୍‌, ୫ ଗିରଫ

କିଡନୀ ରୋଗ ବୃଦ୍ଧିକୁ ନେଇ ଅନୁଗୋଳ ଜିଲ୍ଲାରେ ଆତଙ୍କ

ପଜିଟିଭ୍‌ରେ ରେକର୍ଡ ଭାଙ୍ଗୁଛି ଗଞ୍ଜାମ, ମୃତ୍ୟୁରେ ବି ନମ୍ବର ଓ୍ୱାନ୍

ଖଣ୍ଡଗିରି, ଉଦୟଗିରି ଓ ଧଉଳି ସହିତ ୬ରେ ଖୋଲିବ ଓଡ଼ିଶାର କିଛି ଦର୍ଶନୀୟ ସ୍ଥାନ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

କେନ୍ ଭିତରେ ମୁଣ୍ଡ ଫସି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

You might also like