ସାନ ଭାଇର ଆତ୍ମହତ୍ୟା ଖବର ଶୁଣି, ବଡ଼ ଭାଇ ନେଲେ ଏମିତି ନିଷ୍ପତ୍ତି…

ଧର୍ମଗଡ଼: ସାନ ଭାଇର ଆତ୍ମହତ୍ୟା ଖବର ଶୁଣି ବଡ଼ ଭାଇର ଆତ୍ମହତ୍ୟା ଉଦ୍ୟମ। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅନ୍ତର୍ଗତ ରାଜମୋଟେର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ସୂଚନା ଅନୁସାରେ, ପାରିବାରିକ କଳହକୁ ନେଇ ରାଜମୋଟେର ଗାଁର ୨ ଭାଇଙ୍କ ମଧ୍ୟରେ ଗତକାଲି ଝଗଡ଼ା ହୋଇଥିଲା। ଝଗଡ଼ା ପରେ ସାନ ଭାଇ ସାଇକେଲ୍‌ ଧରି ଘରୁ ବାହାରି ଯାଇଥିଲେ। ଏହାପରେ  ପାଖ ଗାଁ ଗଡ଼ିଆଯୋର ନିକଟରେ ବେକରେ ରଶି ଲଗାଇସେ ଆତ୍ମହତ୍ୟା କରିଥିଲେ।

ସାନ ଭାଇର ଆତ୍ମହତ୍ୟା ଖବର ଶୁଣି ବଡ଼ ଭାଇ ଦୁଃଖରେ ଭାଙ୍ଗି ପଡ଼ିଥିଲେ ଓ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଧର୍ମଗଡ଼ ଡାକ୍ତରଖାନା ଓ ପରେ ଭବାଣୀପାଟଣା ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ଧର୍ମଗଡ଼ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like