• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଧର୍ମଗଡ଼: ସାନ ଭାଇର ଆତ୍ମହତ୍ୟା ଖବର ଶୁଣି ବଡ଼ ଭାଇର ଆତ୍ମହତ୍ୟା ଉଦ୍ୟମ। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅନ୍ତର୍ଗତ ରାଜମୋଟେର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ସୂଚନା ଅନୁସାରେ, ପାରିବାରିକ କଳହକୁ ନେଇ ରାଜମୋଟେର ଗାଁର ୨ ଭାଇଙ୍କ ମଧ୍ୟରେ ଗତକାଲି ଝଗଡ଼ା ହୋଇଥିଲା। ଝଗଡ଼ା ପରେ ସାନ ଭାଇ ସାଇକେଲ୍‌ ଧରି ଘରୁ ବାହାରି ଯାଇଥିଲେ। ଏହାପରେ  ପାଖ ଗାଁ ଗଡ଼ିଆଯୋର ନିକଟରେ ବେକରେ ରଶି ଲଗାଇସେ ଆତ୍ମହତ୍ୟା କରିଥିଲେ।

ସାନ ଭାଇର ଆତ୍ମହତ୍ୟା ଖବର ଶୁଣି ବଡ଼ ଭାଇ ଦୁଃଖରେ ଭାଙ୍ଗି ପଡ଼ିଥିଲେ ଓ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଧର୍ମଗଡ଼ ଡାକ୍ତରଖାନା ଓ ପରେ ଭବାଣୀପାଟଣା ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ଧର୍ମଗଡ଼ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।

After-hearing-suicide-of-younger-brother-elder-brother-trying-to-commits-suicide
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories