ଏସ୍‌ପିଙ୍କ କଥାକୁ ମାନିଲେନି: ଶଟ୍‌ଡାଉନ ସରୁ ସରୁ ମାର୍କେଟ୍‌ରେ ପ୍ରବଳ ଭିଡ଼

ଭଦ୍ରକ: ସାମାଜିକ ଦୂରତା ରକ୍ଷା ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ, ଭଦ୍ରକ ଏସ୍‌ପିଙ୍କ ନିବେଦନକୁ ସାମାନ୍ୟ ଗ୍ରହଣ କଲେନି ଭଦ୍ରକବାସୀ। ଶଟ୍‌ଡାଉନ ଅବଧି ସରୁ ସରୁ ଭଦ୍ରକ ସହରବାସୀ ଘରୁ ବାହାରି ମାର୍କେଟରେ ଭିଡ଼ ଲଗାଇଥିବା ଦେଖିବାକୁ ମିଳିଛି।

କଚେରୀ ବଜାର, ନୂଆ ବଜାର, ବାଇପାସ୍ ଓ ଚରମ୍ପାରେ ଲୋକଙ୍କ ଭିଡ଼ ଲାଗିଥିଲା। ତେବେ ଜିଲ୍ଲା ପୋଲିସ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି। ଭିଡ଼ ଲାଗିଥିବା ପରିବା ବଜାରରେ ପହଞ୍ଚି ସାମାଜିକ ଦୂରତା ରଖିବାର ବ୍ୟବସ୍ଥା କରିଛନ୍ତି। ଲୋକେ ବୁଝୁନଥିବାରୁ ଆଗକୁ ପୁଣି ସମସ୍ୟା ଉପୁଜିବା ଆଶଙ୍କା ଦେଖାଦେଇଛି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like