ପୁଣି ଖୋର୍ଦ୍ଧାରେ ଫୁଟିଲା ବୋମା

ଖୋର୍ଦ୍ଧା: ଖୋର୍ଦ୍ଧାରେ ପୁଣି ବୋମାମାଡ଼। ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଦଳେଇପୁଟ ଗାଁରେ ଜଣଙ୍କ ଘର ଉପରକୁ ଗତକାଲି ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବୋମାମାଡ଼ରେ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିବା ବେଳେ ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନାଥାଉ କି, ଅଗଷ୍ଟ ୫ରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଇଚ୍ଛାବପୁର ଗାଁରେ ବୋମାମାଡ଼ ହୋଇଥିଲା। ଏଥିରେ ୨ଜଣ ଆହତ ହୋଇଥିଲେ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like