• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rosalin Rath

ଭୁବନେଶ୍ୱର: ଇସ୍ତାହାର କମିଟି ଘୋଷଣା କଲା ରାଜ୍ୟ କଂଗ୍ରେସ। ଏଆଇସିସି ଇସ୍ତାହାର କମିଟି ଅଧ୍ୟକ୍ଷ ଭାବେ ଗଣେଶ୍ୱର ବେହେରାଙ୍କୁ ଦାୟିତ୍ୱ ମିଳିଛି।

ପୂର୍ବରୁ ଏହି ଦାୟିତ୍ୱରେ ଥିବା ଶ୍ରୀକାନ୍ତ ଜେନାଙ୍କୁ ପଦରୁ ହଟାଇଦିଆଯାଇଛି। ଗଣେଶ୍ୱରଙ୍କ ଅଧ୍ୟକ୍ଷତାରେ ୧୦ ଜଣିଆ କମିଟି ଘୋଷଣା କରାଯାଇଛି।

ନରସିଂହ ମିଶ୍ର, ପ୍ରସାଦ ହରିଚନ୍ଦନ, ସୁଦର୍ଶନ ଦାସ, ଶ୍ୟାମସୁନ୍ଦର ହାଁସଦା, ମେରି ସୁରିନ, ନଟବର ଖୁଣ୍ଟିଆ, ଲିଆକତ ଅଲ୍ଲୀ, ସତ୍ୟପ୍ରକାଶ ନାୟକ, ବିସ୍ମୟ ମହାପାତ୍ର ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି।

https://youtu.be/Rl7y26ASz1g

Aicc-announces-10-member-manifesto-committee-of-odisha-congress-for-elections2019
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories