ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ରାଜ୍ୟର ୩୩ ସାଙ୍ଗଠନିକ ଜିଲ୍ଲା ପାଇଁ ସଭାପତିଙ୍କ ନାଁ ଘୋଷଣା କରିଛି କଂଗ୍ରେସ। ଆଜି ସର୍ବ ଭାରତୀୟ କଂଗ୍ରେସ କମିଟି – AICC ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି।

ଭୁବନେଶ୍ୱର ପାଇଁ ବିଶ୍ୱଜିତ ଦାସ, କଟକ ଜିଲ୍ଲା ପାଇଁ ମାନସ ଚୌଧୁରୀ, କଟକ ସହର ପାଇଁ ଗିରିବାଳା ବେହେରା, ଗଞ୍ଜାମ ପାଇଁ ବିଧାୟକ ରମେଶ ଚନ୍ଦ୍ର ଜେନା, କେନ୍ଦ୍ରାପଡ଼ା ପାଇଁ ଅଂଶୁମାନ ମହାନ୍ତି, ଖୋର୍ଦ୍ଧା ପାଇଁ ବିଧାୟକ ସୁରେଶ ରାଉତରାୟ, କୋରାପୁଟ ପାଇଁ ମିନାକ୍ଷୀ ବାହିନୀପତି, ରାଉରକେଲା ପାଇଁ ଜର୍ଜ ତିର୍କୀଙ୍କୁ ଦାୟିତ୍ୱ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ନଷ୍ଟ ହେଲେ ବା ହଜିଗଲେ ପୁଣି ମିଳିବ ଏସଏଲସି

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

You might also like