ଭୁବନେଶ୍ୱର-ବ୍ୟାଙ୍କକ୍ ଏୟାର ଏସିଆ ବିମାନ ଉଡ଼ାଣ ବନ୍ଦ ହେବ !

ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବ୍ୟାଙ୍କକକୁ ଏୟାର ଏସିଆ ବିମାନ ଉଡ଼ାଣ ସାମୟିକ ବନ୍ଦ କରାଯିବ। ଉଡ଼ାଣ ବନ୍ଦ ନେଇ ବିଧିବଦ୍ଧ ଚିଠି କରିଛନ୍ତି ଏୟାର ଏସିଆ କର୍ତ୍ତୃପକ୍ଷ। ଭୁବନେଶ୍ୱର ବିମାନ ବନ୍ଦରର କର୍ତ୍ତୃପକ୍ଷଙ୍କୁ ଏୟାର ଏସିଆ ପକ୍ଷରୁ ଚିଠି କରି ଜଣାଇଥିବା ସୂଚନା ମିଳିଛି। ଆସନ୍ତା ୨୫ ତାରିଖ ବେଳକୁ ଏହି ଉଡ଼ାଣ ବନ୍ଦ ରହିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଭୁବନେଶ୍ୱର ବିମାନ ବନ୍ଦରରୁ ସପ୍ତାହରେ ତିନି ଦିନ ବ୍ୟାଙ୍କକୁ ବିମାନ ଉଡ଼ାଣ କରୁଥିଲା। ସେଥିରେ ୧୮୦ ଜଣ ଯାତ୍ରୀ ଯିବାରେ ସୁବିଧା ଥିଲା।

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like