ସିମରନ୍‌ଙ୍କୁ ପ୍ରେମବିବାହ କରିଥିବା ଧୃବରାଜ ସୁନାଙ୍କୁ କୋର୍ଟ ଚାଲାଣ

ଝାରସୁଗୁଡ଼ା  : ପଶ୍ଚିମ ଓଡ଼ିଶାର ଆଲବମ୍ ଅଭିନେତ୍ରୀ ସିମରନ୍ ସିଂଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ତାଙ୍କୁ ପ୍ରେମବିବାହ କରିଥିବା ଧୃବରାଜ ସୁନାଙ୍କୁ ଶେଷରେ କୋର୍ଟ ଚାଲାଣ କରିଛି ଝାରସୁଗୁଡ଼ା ପୁଲିସ।

ସିମରନଙ୍କୁ ଅପହରଣ ଏବଂ ନିର୍ଯାତନା ଦେଉଥିବା ନେଇ ଗତ ଏପ୍ରିଲ ଏବଂ ଡିସେମ୍ବର ୨୭ରେ ହୋଇଥିବା ଏତଲା ଆଧାରରେ ପୁଲିସ ଧୃବରାଜଙ୍କୁ ଗିରଫ କରିଛି। ସିମରନ ନାବାଳିକା ଥିବାରୁ ପୋକ୍ସୋ ଆକ୍ଟରେ ଧୃବରାଜଙ୍କୁ ଗିରଫ କରାଯାଇଥିବା ପୁଲିସ କହିଛି।

ସେପଟେ ଝିଅ ସିମରନଙ୍କୁ ହତ୍ୟା କରି ପୋଲ ତଳେ ଫିଙ୍ଗି ଦିଆଯାଇଥିଲା ବୋଲି ଆଜି ପୁଣି ଅଭିଯୋଗକୁ ଦୋହରାଇବା ସହ ଏହାର ସିବିଆଇ କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରୁ ବୋଲି ସିମ୍‌ରନଙ୍କ ମା’ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ

ବିଜୁ ଯୁବ ବାହିନୀ ସଦସ୍ୟ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ

ଭାଙ୍ଗିଲା ରକ୍ଷଣଶୀଳତାର ମଜବୁତ୍ ବାଡ଼; ଝିଅ କାନ୍ଧରେ ମଶାଣି ଗଲେ ବାପା

ପାଟକୁରା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ବିରୋଧରେ ନକଲି ଭିଡିଓ ଭାଇରାଲ୍

କ୍ରୀଡ଼ାର ପ୍ରାଣ କେନ୍ଦ୍ର କୁହାଯାଉଥିବା ଓଡ଼ିଶାରେ ନାହିଁ କ୍ରୀଡ଼ା ନୀତି

ପ୍ରଶାନ୍ତଙ୍କ ଦୃଢ଼ ଇଛାଶକ୍ତି ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା

ଧୋକା ଦେଲା ମୌସୁମୀ: ଶ୍ରାବଣ ମାସରେ ବିଲ ଫାଟି ଆଁ

ସାପ ସହ ଷ୍ଟଣ୍ଟ କରିବା ମହଙ୍ଗା ପଡ଼ିଲା

ବିଜେପି ସଦସ୍ୟତା ଅଭିଯାନ: ୧୦ ଲକ୍ଷ ଯୁବକଙ୍କୁ ଦଳରେ ସାମିଲ୍‌ କରିବାକୁ ଲକ୍ଷ୍ୟ

ପାଣି ପାଇଁ ତାତିଲେ ଲୋକେ

ପାଟକୁରା ନିର୍ବାଚନ: ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଦାବି କଲା ବିଜେଡି

ଦୁର୍ବୃତ୍ତ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ; ଫାଇନାଲରେ ଭାରତୀୟ ପୁରୁଷ ଓ ମହିଳା ଟିମ୍

You might also like