ଆଳୁ ମିଶନ ବିଫଳ : ଆଜିଠୁ ସବୁ ଶୀତଳଭଣ୍ଡାର ବନ୍ଦ

‘୨ କୋଟିର ସହାୟତା ସହ ବିଜୁଳି ରିହାତି ଦିଅ’  

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଆଳୁ ମିଶନ ବିଫଳ ହେବା ଫଳରେ ରାଜ୍ୟରେ ଗଢି ଉଠିଥିବା ସମସ୍ତ ଘରୋଇ ଶୀତଳଭଣ୍ଡାର ଏବେ ରୁଗ୍‌ଣ ଅବସ୍ଥାରେ ପଡି ରହିଛି। ତେଣୁ ପ୍ରତି ରୁଗ୍‌ଣ ଶୀତଳଭଣ୍ଡାରକୁ ଚାଲୁ କରିବା ପାଇଁ ମାଲିକଙ୍କୁ ୨ କୋଟି ଟଙ୍କା ଲେଖାଏଁ ସହାୟତା ପ୍ରଦାନ ପାଇଁ ଦାବି ହୋଇଛି।

ଏହାସହ ବିଦ୍ୟୁତ୍‌  ଶୁଳ୍କରେ ୫୦ ପ୍ରତିଶତ ଛାଡ଼ ଏବଂ ବ୍ୟାଙ୍କ ଲୋନ କ୍ଷେତ୍ରରେ ସୁଧ ହାର କମାଇବାକୁ ରାଜ୍ୟ ଶୀତଳଭଣ୍ଡାର ସଂଘ ଦାବି କରିଛି। ପ୍ରତିବାଦରେ ସଂଘ ପକ୍ଷରୁ ଆନ୍ଦୋଳନ କରାଯିବା ସହ ସମସ୍ତ ଶୀତଳ ଭଣ୍ଡାରକୁ ବନ୍ଦ କରାଯାଇଛି। ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଂଘ କହିଛି।

ଆହୁରି ପଢ଼ନ୍ତୁ

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

You might also like