ଡିସେମ୍ବର ୧ରୁ ଖୋଲିବ ସମସ୍ତ ମେଡିକାଲ କଲେଜ
ଭୁବନେଶ୍ୱର: ଡିସେମ୍ବର ୧ରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବ। ମେଡିକାଲ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ଖୋଲିବ ମେଡିକାଲ କଲେଜ। ମେଡିକାଲ କଲେଜ ଖୋଲିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଗାଇଡଲାଇନ ମାନିବା ସହ SOP ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ମେଡିକାଲ କଲେଜ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ACS।
ଭୁବନେଶ୍ୱର: ଡିସେମ୍ବର ୧ରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବ। ମେଡିକାଲ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ଖୋଲିବ ମେଡିକାଲ କଲେଜ। ମେଡିକାଲ କଲେଜ ଖୋଲିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କରୋନା ଗାଇଡଲାଇନ ମାନିବା ସହ SOP ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ମେଡିକାଲ କଲେଜ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ACS।