କାଲିଠୁ ଭୁବନେଶ୍ୱର, କଟକର ସବୁ ପାର୍କ ବନ୍ଦ
ଭୁବନେଶ୍ୱର: ଆସନ୍ତା କାଲିଠାରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱର ଓ କଟକରେ ଥିବା ସମସ୍ତ ପାର୍କ ବନ୍ଦ ରହିବ ବୋଲି ବିଏମ୍ସି ଓ ସିଏମ୍ସି ପକ୍ଷରୁ କୁହାଯାଇଛି। ସମସ୍ତ ସରକାରୀ ଓ ଘରୋଇ ମାଲିକାନାରେ ଥିବା ପାର୍କ ବନ୍ଦ ରହିବ। କରୋନା ଭାଇରସ୍ର ମୁକାବିଲା ନେଇ ବିଏମ୍ସି ଓ ସିଏମ୍ସି ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ଦୁଇ ଜଣ କରୋନାରେ ଆକ୍ରାନ୍ତ […]
ଭୁବନେଶ୍ୱର: ଆସନ୍ତା କାଲିଠାରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱର ଓ କଟକରେ ଥିବା ସମସ୍ତ ପାର୍କ ବନ୍ଦ ରହିବ ବୋଲି ବିଏମ୍ସି ଓ ସିଏମ୍ସି ପକ୍ଷରୁ କୁହାଯାଇଛି।
ସମସ୍ତ ସରକାରୀ ଓ ଘରୋଇ ମାଲିକାନାରେ ଥିବା ପାର୍କ ବନ୍ଦ ରହିବ। କରୋନା ଭାଇରସ୍ର ମୁକାବିଲା ନେଇ ବିଏମ୍ସି ଓ ସିଏମ୍ସି ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ଦୁଇ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।