• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲକଡାଉନ୍‌ରେ କର୍ଣ୍ଣାଟକରେ ଫସି ରହିଥିବା ପ୍ରବାସୀ ଓଡ଼ିଆଙ୍କ ବିଭିନ୍ନ ସମସ୍ୟା ନେଇ ନବୀନ ଭିଡିଓ କନ୍ଫରେନ୍ସିଂରେ ୟେଦୁରପ୍ପାଙ୍କ ସହ କଥା ହୋଇଛନ୍ତି।

କର୍ଣ୍ଣାଟକରେ ଥିବା ପ୍ରବାସୀ ଓଡ଼ିଆଙ୍କର ଯେପରି କୌଣସି ଅସୁବିଧା ନହୁଏ ଏବଂ ସେମାନେ କିପରି ଓଡ଼ିଶା ଫେରିପାରିବେ, ସେନେଇ ବ୍ୟବସ୍ଥା କରିବାକୁ ନବୀନ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ଭିଡିଓ କନ୍ଫରେନ୍ସିଂରେ ଆଲୋଚନା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।

All-steps-initiated-to-take-care-of-stuck-odisha-labourers-amid-coronavirus-lockdown
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories