‘ପିକ୍‌ନିକ୍ ସ୍ପଟ୍‌ରେ ବଣଭୋଜି ଓ ମ୍ୟୁଜିକ୍ ବଜାଇବା ମନା’

ବ୍ରହ୍ମପୁର: କରୋନାର ଦ୍ୱିତୀୟ ପ୍ରବାହକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ବୈଠକ। ଦ୍ୱିତୀୟ ପ୍ରବାହ ରୋକିବାକୁ ସତର୍କତା ଅବଲମ୍ବନ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। କରୋନା ନିୟମ ମାନିବାକୁ ପ୍ରଥମେ ସଚେତନତା ଓ ପରେ ଚଢାଉ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଏଥିରେ କଣ ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ:-

  • ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ପହିଲା ଯାଏଁ ସମସ୍ତ ମନ୍ଦିର ବନ୍ଦ ରହିବ।
  • ପିକନିକ୍ ସ୍ପଟଗୁଡ଼ିକ ଲାଗି ମଧ୍ୟ ଗାଇଡ୍ ଲାଇନ୍ ଜାରି।
  • ପିକ୍‌ନିକ୍ ସ୍ପଟରେ ବଣଭୋଜି ଓ ମ୍ୟୁଜିକ୍ ବଜାଇବା ମନା।
  • ଜିଲ୍ଲାର ସରକାରୀ ଅଧିକାରୀଙ୍କ ଲାଗି ମଧ୍ୟ ଜାରି ହେଲା ନିର୍ଦ୍ଦେଶାବଳୀ
  • ସରକାରୀ ଅଧିକାରୀ ୫୦% ଅଫିସ୍‌ରେ, ବାକି ସମୟ କ୍ଷେତ୍ର ପରିଦର୍ଶନ କରିବେ।
  • ୩ ମାସ ଲାଗି ସବୁ ଗାଁରେ ଆରମ୍ଭ ହେବ ”ମୋ ଗାଁରେ ତହସିଲ” କାର୍ଯ୍ୟକ୍ରମ।
  • ଗାଁ ଲୋକେ ସେଇଠି ପ୍ରମାଣପତ୍ର, ରାଜସ୍ୱ ଆଦାୟ, ମ୍ୟୁଟେସନ୍ ସୁବିଧା ପାଇବେ।

ପ୍ରକାଶଥାଉକି ରାଜ୍ୟ ସରକାରଙ୍କ ପକ୍ଷରୁ ନଭେମ୍ବର ମାସ ପାଇଁ ଜାରି ହୋଇଥିବା ଏହି ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌ରେ ଧର୍ମାନୁଷ୍ଠାନ ଖୋଲିବା ନେଇ ସ୍ଥାନୀୟ ପ୍ରଶାସନ ଅନୁମତି ଆବଶ୍ୟକ। ଅନୁମତି ନେଇ ଧର୍ମାନୁଷ୍ଠାନରେ ପୂଜାର୍ଚ୍ଚନା କରାଯାଇ ପାରିବ। ପରିସ୍ଥିତିକୁ ଦେଖି ସ୍ଥାନୀୟ ପ୍ରଶାସନ ଅନୁମତି ଦେଇପାରିବେ ବୋଲି ଗାଇଡ୍‌ ଲାଇନ୍‌ରେ କୁହାଯାଇଥିଲା।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like