ଥାନାରେ ମହିଳାଙ୍କୁ ପୁଲିସର ଦୁର୍ବ୍ୟବହାର ଅଭିଯୋଗ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନାରେ ଜଣେ ମହିଳାଙ୍କୁ ପୁଲିସର ଦୁର୍ବ୍ୟବହାର ଅଭିଯୋଗ। ଏନେଇ ଏକ ଭିଡିଓ ମଧ୍ୟ ଭାଇରାଲ ହେଉଛି। ଭିଡିଓଟିରେ ଥାନାର ଏଏସ୍ଆଇ ଅଭିଯୁକ୍ତକୁ ଗିରଫ କରିବେ ନାହିଁ କହି ଗାଳି ଗୁଲଜ ଦେଉଥିବା ଦେଖାଦେଉଛି।

ସୂଚନା ଅନୁସାରେ, ମହିଳା ଜଣଙ୍କୁ ତାଙ୍କ ଯା’ ଜମିବାଡ଼ିକୁ ନେଇ ମାଡ଼ ମାରିଥିବା ନେଇ ସିମୁଳିଆ ଥାନେରେ ଅଭିଯୋଗ କରିଥିଲେ। ଏନେଇ ତାଙ୍କ ଯା’କୁ କାହିଁକି ଗିରଫ କରାଯାଉ ନାହିଁ ବୋଲି ଏଏସ୍ଆଇଙ୍କୁ ପଚାରିବାରୁ ମହିଳା ଜଣଙ୍କୁ ଏଏସ୍ଆଇ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସେପଟେ, ଅଭିଯୋଗକୁ ଖଣ୍ଡନ କରିଛନ୍ତି ସିମୁଳିଆ ଥାନା ଏଏସ୍ଆଇ ଡି ନନ୍ଦ।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like