ଟିଉସନରୁ ଫେରିବା ବେଳେ ନାବାଳିକାଙ୍କୁ ଉଠାଇ ନେଲେ

ଭଦ୍ରକ : ଭଦ୍ରକ ଧାମନଗର ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ।  ଟିଉସନରୁ ଫେରିବା ସମୟରେ ଜଣେ ଯୁବକ ରାସ୍ତାରୁ ଉଠାଇ ନେଇ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି।

ତେବେ ନାବାଳିକା ଜଣକ ଚିତ୍କାର କରିବାରୁ ଅଭିଯୁକ୍ତ ଛାଡି ପଳାଇଥିଲା ଏନେଇ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଏତଲା ପରେ ଅଭିଯୁକ୍ତ ଯୁବକକୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି ପୁଲିସ ।

 

You might also like