ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ଅବସରପ୍ରାପ୍ତ ପ୍ରିନ୍ସପାଲ ଏଜି ଅମର ପଟ୍ଟନାୟକ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି।
ବିଜେଡିର ଆଇଟି ମୁଖ୍ୟ ଭାବେ ଅମର ପଟ୍ଟନାୟକଙ୍କୁ ଦାୟିତ୍ୱ ମିଳିଛି।
ବିଜୁ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଥିବା କହିଛନ୍ତି।
Published By: Odishatv Bureau
Last updated: 29 August 2018, 09:08 AM IST
ଦିନ ପାଖେଇ ଆସୁଥିବା ବେଳେ, ମନ୍ଦିରର ପ୍ରଥମ ମହଲାକୁ ଚୂଡ଼ାନ୍ତ ରୂପ ଦେବା ପାଇଁ ନିୟୋଜିତ ବହୁ ସଂଖ୍ୟକ କ୍ରେନ୍ ଓ ଶହ ଶହ କାରିଗର । ତେବେ କେବଳ ରାମ ମନ୍ଦିର ନୁହେଁ, ରାମଙ୍କ ନଗରୀ ବି ପାଉଛି ସମ୍ପୂର୍ଣ୍ଣ ନୂଆ ରୂପ ।