ଅବସରପ୍ରାପ୍ତ ପ୍ରିନ୍ସପାଲ ଏଜି ଅମର ପଟ୍ଟନାୟକ ବିଜେଡିରେ ସାମିଲ୍

ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ଅବସରପ୍ରାପ୍ତ ପ୍ରିନ୍ସପାଲ ଏଜି ଅମର ପଟ୍ଟନାୟକ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି।

ବିଜେଡିର ଆଇଟି ମୁଖ୍ୟ ଭାବେ ଅମର ପଟ୍ଟନାୟକଙ୍କୁ ଦାୟିତ୍ୱ ମିଳିଛି।

ବିଜୁ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଥିବା କହିଛନ୍ତି।

You might also like