ଆସନ୍ତା ୧୮ ତାରିଖରେ କଟକ ଆସିବେ ଅମିତ ଶାହ

ଭୁବନେଶ୍ୱର :  ଆସନ୍ତା ୧୮ ତାରିଖରେ କଟକ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ସେ କଟକର ୪ଟି ସ୍ଥାନରେ ବୁଥ୍‌ସ୍ତରୀୟ ସମ୍ମିଳନୀରେ ଯୋଗଦେବେ। ଏହି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହ।

ତେବେ କଟକର କେଉଁ ଜାଗାରେ ସମ୍ମିଳନୀ ହେବ ତାହା ସ୍ଥିର ହୋଇନାହିଁ। ଅନ୍ୟପଟେ ଆସନ୍ତା ୫ ତାରିଖରେ ବାରିପଦା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହା ପରେ ପରେ ପ୍ରଧାନମନ୍ତ୍ରୀଙ୍କ ବଲାଙ୍ଗିର ଆସିବା କାର୍ଯ୍ୟକ୍ରମ ଅଛି। ପୂର୍ବରୁ ଗତ ୨୪ରେ ପ୍ରଧାନମନ୍ତ୍ରୀ ଖୋର୍ଦ୍ଧା ଆସିଥିଲେ।

ଆହୁରି ପଢ଼ନ୍ତୁ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

You might also like