ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ଆନ୍ଧ୍ର ରାଜ୍ୟପାଳ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି।  ଆଜି ସେ ଲିଙ୍ଗରାଜ ମନ୍ଦିର ଯାଇ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ।  ପ୍ରାୟ ୨୦ମିନିଟ ଧରି ସେ ମନ୍ଦିର ବେଢ଼ା ବୁଲି ଦେଖିଥିଲେ। ଆନ୍ଧ୍ର ରାଜ୍ୟପାଳଙ୍କୁ ମନ୍ଦିର ସେବାୟତ କମଳାକାନ୍ତ ବଡୁ ଠାକୁରଙ୍କୁ ଦର୍ଶନ କରାଇଥିଲେ। ଏଥିସହ ସେ ରାଜଧାନୀରେ ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଦୁଇ ରାଜ୍ୟ ମଧ୍ୟରେ ଚାଲିଥିବା ପୋଲାଭରମ୍‌ ବିବାଦର ସମାଧାନ ପ୍ରଶ୍ନର ଉତ୍ତରରେ ଆନ୍ଧ୍ର ରାଜ୍ୟପାଳ କହିଥିଲେ,“ମୁଁ ସାମ୍ବିଧାନିକ ବିଧି ବ୍ୟବସ୍ଥାରେ ଭିତରେ ରହି ଯେତିକି ଯାହା କରିବା କଥା କରିବି।”

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like