ରାସ୍ତାରେ ଧାନ ରୋଇଲେ ଲୋକେ

ବାଲେଶ୍ୱର: ରାସ୍ତାରେ ଧାନ ରୋଇଲେ ଲୋକେ। ଗାଁରେ ନିତିଦିନିଆ ଯିବା ଆସିବା ପାଇଁ ରାସ୍ତା ଖଣ୍ଡେ ନଥିବାରୁ ଏଭଳି ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି ଗାଁ ଲୋକେ।

ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତର ମଲ୍ଲିକାପୁର ଗାଁରେ ନିତିଦିନିଆ ଯିବା ଆସିବା କରିବା ପାଇଁ ରାସ୍ତା ଖଣ୍ଡେ ନାହିଁ। ଯେଉଁ ମାଟି ରାସ୍ତା ଟି ଅଛି ତାହା ବର୍ଷାଦିନେ କାଦୁଅ ହୋଇଯାଉଛି। ଫଳରେ ଗାଡ଼ି ମଟର ଯିବା ଦୂରେ ଥାଉ, ଚାଲି କରି ଯିବା ମଧ୍ୟ ଅସମ୍ଭବ ହୋଇପଡ଼େ। ଲୋକେ ରୋଗ ବ୍ୟାଧିରେ ପଡ଼ିଲେ ଆମ୍ବୁଲାନ୍ସ ଆସିପାରେ ନାହିଁ। ପିଲାମାନେ ସ୍କୁଲକୁ ଯାଇପାରନ୍ତି ନାହିଁ।

ଭଲ ରାସ୍ତା ଖଣ୍ଟେ ପାଇଁ ଗାଁ ଲୋକେ ସରପଞ୍ଚଙ୍କଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନର ଉଚ୍ଚ ଅଧିକାରୀ, ବିଧାୟକ ଓ ମନ୍ତ୍ରୀଙ୍କୁ ବାରମ୍ବାର ଅନୁରୋଧ, ଗୁହାରୀ କଲେ ମଧ୍ୟ କେହି ଶୁଣୁ ନାହାନ୍ତି। କେବଳ ଅନୁରୋଧ ନୁହେଁ ଏଥିପାଇଁ ଗାଁ ଲୋକେ ଆନ୍ଦୋଳନ ବି କରିଛନ୍ତି। କିନ୍ତୁ ତଥାପି ବିଭାଗ ନିଦାବିଷ୍ଣୁ। ତେଣୁ ବାଧ୍ୟ ହୋଇ ଲୋକେ ଆଜି ରାସ୍ତାରେ ଧାନ ରୋଇ ପ୍ରତିବାଦ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

You might also like