News from Angul

truck terminal
ଟ୍ରକ ଟର୍ମିନାଲ ପାଇଁ ଦୀର୍ଘ ବର୍ଷର ଦାବି କେବେ ନେବ ବାସ୍ତବ ରୂପ ?

ଜିଲ୍ଳାରେ ଶିଳ୍ପ ଓ ଖଣି ଖାଦାନର ସଂଖ୍ୟା ଅଧିକ ଥିବାବେଳେ ସେହି ଅନୁପାତରେ ବଢିଚାଲୁଛି ଟ୍ରକର ସଂଖ୍ୟା । ସଡ଼କ ପଥରେ କୋଇଲା ପରିବହନ ସହ ଶିଳ୍ପାନୁଷ୍ଠାନ ପାଇଁ ଆବଶ୍ୟକୀୟ କଞ୍ଚାମାଲ ଏବଂ ଶିଳ୍ପାନୁଷ୍ଠାନର ଉତ୍ପାଦିତ ସାମଗ୍ରୀ ତଥା ଅନ୍ୟାନ୍ୟ କାର୍ଯ୍ୟପାଇଁ ଟ୍ରକଗୁଡିକର ବ୍ୟବହାର ହୋଇଥାଏ ।

Tarang
କଟକଣା ଭିତରେ ତରଙ୍ଗର ସିରିଏଲ ସୁଟିଂ ଆରମ୍ଭ, କଳାକାର-ଦର୍ଶକ ଆଶ୍ୱସ୍ତ

ସମ୍ପୂର୍ଣ୍ଣ ସ୍ୱାଭାବିକ ସ୍ଥିତି ଫେରିନଥିଲେ ବି ଧିରେ ଧିରେ ସାଷ୍ଟମ ହେବାକୁ ଚେଷ୍ଟା କରୁଛି ମନୋରଂଜନ ଦୁନିଆ । କରୋନା କଟକଣା କୋହଳ ହେବା ପରେ ଗାଇଡ୍‌ଲାଇନ୍‌ ମାନି ଚାଲିଛି ଲୋକପ୍ରିୟ ମନୋରଂଜନ ଚ୍ୟାନେଲ୍ ତରଙ୍ଗର ସିରିଏଲ ସୁଟିଂ ।

angul
ଅନୁଗୁଳର ବଅଁରପାଳରେ ଅଭାବନୀୟ ଘଟଣା : ରାସ୍ତାକଡ଼ରୁ ୨ ନବଜାତକଙ୍କ ମୃତଦେହ ଠାବ

ରାସ୍ତାକଡ଼ରେ ୨ ନବଜାତଙ୍କ ମୃତଦେହ ଠାବ ଅନୁଗୁଳ ବଅଁରପାଳ ରାସ୍ତା କଡ଼ରେ ୨ ନବଜାତକଙ୍କ ମୃତଦେହ ଠାବ ବଅଁରପାଳ ମହୀଧରପୁର ଉପରସାହି ରାସ୍ତାକଡ଼ରେ ପଡ଼ିରହିଛି ମୃତଦେହ ୨ଟି ମୃତଦେହ ଜବତ କରି ବଅଁରପାଳ ପୋଲିସର ତଦନ୍ତ ବଅଁରପାଳ : ଅନୁଗୁଳର ବଅଁରପାଳରେ ଅଭାବନୀୟ ଘଟଣା। ରାସ୍ତାକଡ଼ରୁ ଠାବ ହୋଇଛି ୨ ନବଜାତଙ୍କ ମୃତଦେହ । ମହୀଧରପୁର ଉପରସାହି ନିକଟ ରାସ୍ତାକଡ଼ରେ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । କେହି ଦୁଇ ନବଜାତଙ୍କୁ ଫିଙ୍ଗିଥିବା ସନ୍ଦେହ କରାଯାଉଛି । […]

arrest
ମନି ଲଣ୍ଡରିଂ ମାମଲାରେ ଗିରଫ ହେଲେ ବ୍ୟବସାୟୀ ସୁଶୀଲ ଅଗ୍ରଓ୍ୱାଲ

ଅନୁଗୁଳ: ମନି ଲଣ୍ଡରିଂ ମାମଲାରେ ଗିରଫ ହେଲେ ବ୍ୟବସାୟୀ ସୁଶୀଲ ଅଗ୍ରଓ୍ୱାଲ। ଅନୁଗୁଳ ସଦର ପୋଲିସ୍ ସୁଶୀଲଙ୍କୁ ଗିରଫ କରିଛି। ସୁଶୀଲ ଓ ତାଙ୍କର ଜଣେ ବ୍ୟବସାୟୀ ବନ୍ଧୁଙ୍କଠାରୁ ଅନୁଗୁଳର ଜଣେ ଶିକ୍ଷକ ବଂଶୀଧର ଦେହୁରୀ ଟଙ୍କା କରଜ ନେଇଥିଲେ। ବ୍ୟବସାୟୀଙ୍କ ଠାରୁ ୫ ଲକ୍ଷ ବାବଦକୁ ୨୫ ଲକ୍ଷ ଟଙ୍କା ସୁଧ ଆକାରରେ ଦେଇଥିବା ଅଭିଯୋଗ ହୋଇଛି। ଟଙ୍କା ଉଦ୍ଧାର ଆଣିବା ପରେ ମାସକୁ ମାସ  ସୁଧ ସହ ଋଣ ଶୁଝୁଥିଲେ ଶିକ୍ଷକ ଜଣକ। ମାତ୍ର […]

accident
ଟ୍ରାକ୍ଟରକୁ ପିଟିଲା ଟ୍ରଲର : ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

ପାଳଲହଡ଼ା : (ରବି ନାରାୟଣ ପ୍ରଧାନ) : ଟ୍ରାକ୍ଟରକୁ ପିଟିଲା ଟ୍ରଲର । ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ଝିମିରିପାଲି ନିକଟରେ ଆଜି ସକାଳେ ଗୋଟିଏ ଟ୍ରାକ୍ଟରକୁ ଦୃତ ଗତିରେ ଯାଉଥିବା ଏକ ଟ୍ରଲର ପଛପଟୁ ଧକ୍କା ଦେଇଛି । ଫଳରେ  ଟ୍ରାକ୍ଟରରେ ବସି ଯାଉଥିବା ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ପାଲଲହଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ ଶ୍ରମିକ ଗୋଡ଼ାପଦା ଗାଁର […]

khbar-odisha-chinmaya-
ଅନୁଗୁଳର ମଦରଟେରେସା, ଦୁଃସ୍ଥ ଅବହେଳିତଙ୍କ ସାହାଭରସା ଚିନ୍ମୟୀ କିନ୍ନର

ଅନୁଗୁଳ : ( ରିପୋର୍ଟ- ବିରଜା ପ୍ରସାଦ ଦାଶ ) ସେବାର ଅନ୍ୟନାମ କିନ୍ନର ଚିନ୍ମୟୀ ଦାସ । ମାନବ ସେବା ହିଁ ମାଧବ ସେବା ଧର୍ମକୁ ଜୀବନର ବ୍ରତ କରିଛନ୍ତି । ଭୋକିଲାକୁ ଦାନା ଆଉ ଦରିଦ୍ରକୁ କନା ଖଣ୍ଡେ ଦେଇ ଆତ୍ମତୃପ୍ତିର ଜୀବନ ଜିଉଁଛନ୍ତି  । ଜୀବନର ଅଙ୍କାବଙ୍କା ରାସ୍ତାରେ ନିର୍ଯାତନା ଓ ପ୍ରତାରଣା ତାଙ୍କୁ ସଂଗ୍ରାମରେ ହରାଇପାରିନି । ସେ କାହା ପାଇଁ ମମତାମୟୀ ମା’ ତ ଆଉ କାହା ପାଇଁ ସ୍ନେହରେ […]

ghost
ଭୂତ ଖୋଲୁଛି ମୃତ୍ୟୁର ରହସ୍ୟ !

ଅନୁଗୁଳ( ବିରଜା ଦାସ) : ଭୂତ ବଖାଣୁଛି ମୃତ୍ୟୁ ପଛର ରହସ୍ୟ। ଏମିତି ଦୃଶ୍ୟ ଆପଣ ନିଶ୍ଚୟ କୌଣସି ଫିଲ୍ମ କି ଟିଭି ଧାରାବାହିକରେ ଦେଖିଥିବେ । ଆଉ ମଧ୍ୟ କୌଣିସ ଗପ ଉପନ୍ୟାସରେ ପଢ଼ିଥିବେ। କିନ୍ତୁ ବାସ୍ତବରେ ଏମିତି କଥା…

angul
କୋଇଲା ଖଣିରେ ମାଟି ଧସିବା ଘଟଣା: ହାତ ଉଦ୍ଧାର, ଏବେବି ଜଣେ ନିଖୋଜ

ଅନୁଗୁଳ(ବିରଜା ପ୍ରସାଦ ଦାଶ): ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ମାଟି ଧସିବା ଘଟଣାରେ ବର୍ତ୍ତମାନ ସୁଦ୍ଧା ୩ଜଣ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏବେବି ଜଣେ ନିଖୋଜ ଅଛନ୍ତି। ଏଯାଏ ତାଙ୍କର କୌଣସି ପତ୍ତା ମିଳୁନାହିଁ। ଆଜି କୋଇଲା ଖଣିରୁ ଏକ…

angul
କୋଇଲା ଖଣିରେ ଅଘଟଣ: ମାଟି ଧସି ଜଣେ ଶ୍ରମିକ ମୃତ, ୯ ଗୁରୁତର

ଅନୁଗୁଳ: ତାଳଚେର ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ଏକ ଅଘଟଣ ଘଟିଛି। କୋଇଲା ବ୍ଲାଷ୍ଟିଂ ବେଳେ ମାଟି ଧସି ଯିବା ଫଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଗତକାଲି ରାତି ସାଢ଼େ ୧୦ଟାରୁ…

angul
ପୁଣି ଶବରୁ ଆଖି ଗାଏବ!

ଅନୁଗୁଳ: ପୁଣି ଥରେ ଶବରୁ ଗାଏବ ହୋଇ ଯାଇଛି ଆଖି । ଘଟଣା ଘଟିଛି ସେଇ ଅନୁଗୁଳ ମେଡିକାଲରେ । ଗୋଟିଏ ସପ୍ତାହରେ ଦୁଇ ଥର ଏପରି କାଣ୍ଡ ଘଟୁଥିବାରୁ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା…

579-1-750x430
ରାଜା ରାମଚନ୍ଦ୍ର ମୁନିପାଳ କଲେ ଛେରା ପହଁରା, ଅନୁଗୁଳରେ ଗଡ଼ିଲା ରଥ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଲଲହଡାରେ ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ସକାଳେ ନୀତିକାନ୍ତି ପରେ ଦିନ ୧୧ଟାରେ ତିନି ଠାକୁରଙ୍କୁ ପହଣ୍ଡି ବିଜେ କରି ରଥାରୂଢ କରା ଯାଇଥିଲା। ପାଲଲହଡା ଗଡଜାତ ରାଜ୍ୟର ରାଜା ସାହେବ ରାମଚନ୍ଦ୍ର ମୁନିପାଳ ରଥରେ ଛେରା…

asi
ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ପୁଲିସ୍‌ ବାବୁ

ଅନୁଗୁଳ: ଲାଞ୍ଚ ନେବା ବେଳେ ଅନୁଗୁଳ ଜିଲ୍ଲା ଟାପଢ଼ୋଲ ଫାଣ୍ଡି ଏଏସ୍‌ଆଇ ଗଜେନ୍ଦ୍ର ବେହେରା ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ସୂଚନାଯୋଗ୍ୟ, କନ୍ତପଡ଼ା ଗାଁର ଜଗନ୍ନାଥ ବେହେରା ଓ ତାଙ୍କ ପୁଅଙ୍କ ନାମରେ ଏକ ମାଡ଼ପିଟ୍‌ ମାମଲା ରହିଥିଲା। ଏହାର ରଫାଦଫା କରିବା ସହ ମାମଲାରୁ ଜଗନ୍ନାଥଙ୍କ ପୁଅଙ୍କ ନାମକୁ ହଟାଇବା ପାଇଁ ଗଜେନ୍ଦ୍ର ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଜଗନ୍ନାଥ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ଗଜେନ୍ଦ୍ର ଫାଣ୍ଡିରେ ଟଙ୍କା ନେବାବେଳେ ଭିଜିଲାନ୍ସର ସ୍ୱତନ୍ତ୍ର […]