ଦିନକରେ ସୁସ୍ଥ ହେଲେ ୧୦୧୯ କରୋନା ରୋଗୀ; ଏହି ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ରିପୋର୍ଟକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ସୁସ୍ଥଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ- ୧୦୨, ଖୋର୍ଦ୍ଧା- ୯୫, ଅନୁଗୁଳ- ୭୫, କେନ୍ଦ୍ରାପଡ଼ା- ୫୯ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ମୟୂରଭଞ୍ଜ- ୫୫, ଜଗତସିଂହପୁର- ୫୦, କୋରାପୁଟ- ୪୧, ନୂଆପଡ଼ା- ୩୯, କେନ୍ଦୁଝର- ୩୭, ବରଗଡ଼- ୩୦, ପୁରୀ- ୨୯, ବାଲେଶ୍ୱର- ୨୮ ଜଣ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ କହିଛି।

ଢେଙ୍କାନାଳ୨୬ ଜଣ ସୁସ୍ଥ ହୋଇଥିବା ବେଳେ ନବରଙ୍ଗପୁର- ୨୪, ବଲାଙ୍ଗିର- ୨୩, କଳାହାଣ୍ଡି- ୨୨, ଯାଜପୁର- ୨୧, ଷ୍ଟେଟ୍ ପୁଲ୍- ୨୦, ନୟାଗଡ଼- ୧୭, ଗଞ୍ଜାମ- ୧୫ ସୁସ୍ଥ ହୋଇଛନ୍ତି।

ଝାରସୁଗୁଡ଼ା ଓ ସମ୍ବଲପୁରରୁ ୧୨ ଲେଖାଏଁ ସୁସ୍ଥ ହୋଇଛନ୍ତି। ରାୟଗଡ଼ା ଓ ସୁବର୍ଣ୍ଣପୁରରୁ ୧୦ ଲେଖାଏଁ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଥିବା ବେଳେ କନ୍ଧମାଳ- ୯, ଦେବଗଡ଼- ୫, ଭଦ୍ରକ ଓ ମାଲକାନଗିରିରୁ ୪ ଲେଖାଏଁ ସୁସ୍ଥ ହୋଇଛନ୍ତି।

ବୌଦ୍ଧରୁ ୩ ଓ ଗଜପତି ଜିଲ୍ଲାରୁ ମଧ୍ୟ ଜଣେ ସୁସ୍ଥ  ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲରୁ ୨୦ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୨୭୯୬ ହୋଇଛି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like