ରାଜ୍ୟରେ ବଢ଼ିଲା କରୋନା ସୁସ୍ଥ ସଂଖ୍ୟା

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୧୪୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁସ୍ଥ ସଂଖ୍ୟା ମିଶାଇଲେ ରାଜ୍ୟରେ ମୋଟ ୨୯୧୧୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି।

ଆଜି ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧ ସୁସ୍ଥ ହୋଇଥିବା ବେଳେ କଟକରୁ ୧୦୭, ବରଗଡ଼ରୁ ୯୯, ସୁନ୍ଦରଗଡ଼ରୁ ୯୮, କଳାହାଣ୍ଡିରୁ ୭୨, ଜଗତସିଂହପୁରରୁ ୭୦, ନୂଆପଡ଼ାରୁ ୬୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦୁଝରରୁ ୬୬, ମୟୂରଭଞ୍ଜରୁ ୬୬, ବାଲେଶ୍ୱରରୁ ୫୮, ପୁରୀରୁ ୫୭, ଅନୁଗୋଳରୁ ୫୩, ଭଦ୍ରକରୁ ୪୯, ବଲାଙ୍ଗିରିରୁ ୪୯,  କେନ୍ଦ୍ରାପଡ଼ାରୁ ୪୯ ଜଣ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ କହିଛି।


ଅନ୍ୟପଟେ ସମ୍ୱଲପୁରରୁ ୪୩, ଯାଜପୁରରୁ ୪୧, ଝାରସୁଗୁଡ଼ାରୁ ୨୯, ମାଲକାନଗିରିରୁ ୨୮, ନବରଙ୍ଗପୁରରୁ ୨୮, ଢେଙ୍କାନାଳରୁ ୨୩, ସୋନପୁରରୁ ୨୨, ଗଞ୍ଜାମରୁ ୧୯ରୁ ସୁସ୍ଥ ହୋଇଛନ୍ତି। ସେହିପରି କୋରାପୁଟରୁ ୧୨, ନୟାଗଡ଼ରୁ ୧୨, ରାୟଗଡ଼ାରୁ ୭, ଗଜପତିରୁ ୬, ଦେବଗଡ଼ରୁ ୫ ଓ ଷ୍ଟେଟ୍‌ ପୁଲରୁ ୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

 

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like