ସୁସ୍ଥ ହେଲେ ଆଉ ୧୫୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୫୩ ଆକ୍ରାନ୍ତ ସୁସ୍ଥ ହେବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୩୨୦୦ରେ ପହଞ୍ଚିଛି।

କେଉଁ ଜିଲ୍ଲାରୁ କେତେ ସୁସ୍ଥ:-

କଟକରୁ ସର୍ବାଧିକ ୪୩ ସୁସ୍ଥ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୨୧, କନ୍ଧମାଳ ୧୮, ଖୋର୍ଦ୍ଧା ୧୨, ଭଦ୍ରକ ୧୧, ଗଜପତିରୁ ୯ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୭, ବାଲେଶ୍ୱର, ଦେବଗଡ଼, ଗଂଜାମ, ମୟୂରଭଂଜ ଓ ସୁନ୍ଦରଗଡ଼ରୁ ୫ ଲେଖାଏଁ ସୁସ୍ଥ ହୋଇଛନ୍ତି। ବଲାଙ୍ଗିର, ଝାରସୁଗୁଡ଼ା, ନୟାଗଡ଼ରୁ ୨ ଲେଖାଏଁ, କୋରାପୁଟରୁ ଜଣେ ସୁସ୍ଥ ହୋଇଛନ୍ତି।


ପ୍ରକାଶଥାଉକି, ଆଜି ସକାଳେ ରାଜ୍ୟରେ ଆଉ ୧୬୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୬୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୫ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

You might also like