ଦିନକରେ ସୁସ୍ଥ ହେଲେ ୧୫୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ ସୁସ୍ଥ ହେଲେ ୧୫୩୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୪୫,୩୧୪ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୭ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪, କୋରାପୁଟରୁ ୭୩, ବରଗଡ଼ରୁ ୭୦, ନୟାଗଡ଼ରୁ ୬୩, ମାଲକାନଗିରିରୁ ୫୮, ବାଲେଶ୍ୱରରୁ ୫୨, କଳାହାଣ୍ଡିରୁ ୪୭, ଭଦ୍ରକରୁ ୪୨ ଜଣ ଅଛନ୍ତି।

ସେହିପରି ଯାଜପୁରରୁ ୩୯, ଗଜପତିରୁ ୨୭, କେନ୍ଦ୍ରାପଡ଼ାରୁ ୨୦, ସମ୍ୱଲପୁରରୁ ୨୦, ଝାରସୁଗୁଡ଼ାରୁ ୧୯, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୭, ଢେଙ୍କାନାଳରୁ ୧୫, ରାୟଗଡ଼ାରୁ ୧୪, ନବରଙ୍ଗପୁରରୁ ୧୩, ବଲାଙ୍ଗିରିରୁ ୭, ବୌଦ୍ଧରୁ ୭, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୨ ଓ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like