ସୁସ୍ଥ ହେଲେ ୧୫୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟର ୧୫୪୪ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୦,୨୪୧କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଗଞ୍ଜାମରୁ ୫୬୦, ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡ଼ରୁ ୬୨, ସୁନ୍ଦରଗଡ଼ରୁ ୫୯ ସୁସ୍ଥ ହୋଇଛନ୍ତି। ସେହିପରି କନ୍ଧମାଳ-୪୧, କଟକ-୩୭, କଳାହାଣ୍ଡି ଓ ରାୟଗଡ଼ାରୁ ୩୬, ଯାଜପୁରରୁ ୩୪, ବାଲେଶ୍ୱରରୁ ୩୩, ପୁରୀରୁ ୩୨, ସମ୍ବଲପୁରରୁ ୩୧ ସୁସ୍ଥ ହୋଇଛନ୍ତି।


ଯାଜପୁରରୁ ୩୪, ବାଲେଶ୍ୱରରୁ ୩୩, ପୁରୀରୁ ୩୨, ସମ୍ବଲପୁରରୁ ୩୧, ମାଲକାନଗିରିରୁ ୨୪, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୧୭, ବରଗଡ଼ ଓ ବଲାଙ୍ଗିିରରୁ ୧୬ ଲେଖାଏଁ, ଢେଙ୍କାନାଳ-୧୩, ମୟୂରଭଞ୍ଜ-୧୨ ସୁସ୍ଥ ହୋଇଛନ୍ତି।

ଭଦ୍ରକ, ଜଗତସିଂହପୁର ଓ ସୋନପୁରରୁ ୮ ଲେଖାଏଁ, ଅନୁଗୁଳ ଓ ନୂଆପଡ଼ା ଜିଲ୍ଲାରୁ ୬ ଲେଖାଏଁ,
ନବରଙ୍ଗପୁରରୁ ୪ ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

You might also like