ଆଜି ୧୬୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୮ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂତନ ଚିହ୍ନଟ ହୋଇଥିବା ଆରୋଗ୍ୟଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ୪୮, ଜଗତସିଂହପୁର ୩୧, ବାଲେଶ୍ୱର ୨୬, କଟକରୁ ୨୫ ସୁସ୍ଥ ହୋଇଛନ୍ତି। ସେହିଭଳି ଯାଜପୁର ଓ ଖୋର୍ଦ୍ଧାରୁ ୧୨ ଲେଖାଏଁ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ ସୁସ୍ଥ ହୋଇଛନ୍ତି।

କେନ୍ଦୁଝରରୁ ୨, ଭଦ୍ରକ ଓ ନୟାଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇଲେ ଆଜି ସୁଦ୍ଧା ରାଜ୍ୟରେ ୫୩୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।

ଏହାପୂର୍ବରୁ ଆଜି ସକାଳେ ରାଜ୍ୟରେ ଆଜି ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୦୮, ଲୋକାଲ୍ କଣ୍ଟାକ୍ଟ ୪୩ ରହିଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଭୁବନେଶ୍ୱର ୧୨ ଓ କଟକରେ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଦିନକରେ ୧୧୦ ପଜିଟିଭ ଚିହ୍ନଟ

ତିର୍ତ୍ତୋଲ ପାଇଁ ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

You might also like