ସୁସ୍ଥ ହେଲେ ଆଉ ୧୬୮ କରୋନା ଆକ୍ରାନ୍ତ

ରାଜ୍ୟରେ ଆଉ ୧୬୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୪୨୯୧ ଜଣ ସୁସ୍ଥ ହେଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


କେଉଁ ଜିଲ୍ଲାରୁ କେତେ:-

ଆଜି ଗଂଜାମରୁ ସର୍ବାଧିକ ୩୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଓ ଗଜପତିରୁ ୨୩ ଲେଖାଏଁ, ପୁରୀରୁ ୧୯, ବରଗଡ଼ରୁ ୧୩, ସୁନ୍ଦରଗଡ଼ରୁ ୯, ବାଲେଶ୍ୱରରୁ ୭ ସୁସ୍ଥ ହୋଇଛନ୍ତି। ସେହପିରି ଭଦ୍ରକ ଓ ରାୟଗଡ଼ାରୁ ୫ ଲେଖାଏଁ, ଅନୁଗୁଳରୁ ୩, ମାଲକାନଗିରି, କେନ୍ଦ୍ରାପଡ଼ା, କେନ୍ଦୁଝର, 
ଜଗତସିଂହପୁର ଏବଂ ସୋନପୁରରୁ ୪ ଲେଖାଏଁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୧୮ ଜିଲ୍ଲାରୁ ଆଉ ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟିନ କେନ୍ଦ୍ରର ହୋଇଥିବାବେଳେ ୩୬ ଲୋକାଲ୍ କେସ୍ ରହିଛି। ଏହାକୁ ମିଶାଇ  ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୫,୬୯୨କୁ ବୃଦ୍ଧି ପାଇଛି। ଗଞ୍ଜାମରୁ ସର୍ବାଧିକ ୫୮ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like