• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୪୯୪୬କୁ ବୃଦ୍ଧି ହୋଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି।

କେଉଁ ଜିଲ୍ଲାରୁ କେତେ:-

ଗଂଜାମ ଜିଲ୍ଲାରୁ ସର୍ବାଧିକ ୬୦ ଆକ୍ରାନ୍ତ ସୁସ୍ଥ ହେଲେ। ଗଜପତିରୁ ୨୦, ଖୋର୍ଦ୍ଧାରୁ ୧୯, କଟକରୁ ୧୮, ଭଦ୍ରକ ୧୪, କେନ୍ଦୁଝର ୧୩, ନୟାଗଡ଼ରୁ ୧୨ ସୁସ୍ଥ ହୋଇଛନ୍ତି। ମୟୂରଭଂଜ ୧୦, ଯାଜପୁର ୯, ବାଲେଶ୍ୱରରୁ ୮, କେନ୍ଦ୍ରାପଡ଼ା ୭, ଅନୁଗୁଳ ୪, ଢେଙ୍କାନାଳରୁ ୩ ସୁସ୍ଥ ହୋଇଛନ୍ତି। ବଲାଙ୍ଗିର ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ, ଦେବଗଡ଼ରୁ ଜଣେ ଓ ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଉ ୨୪୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୧ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଛି।

Another-203-covid19-patients-have-recovered-and-are-being-discharged
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories