ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୪୯୪୬କୁ ବୃଦ୍ଧି ହୋଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି।

କେଉଁ ଜିଲ୍ଲାରୁ କେତେ:-

ଗଂଜାମ ଜିଲ୍ଲାରୁ ସର୍ବାଧିକ ୬୦ ଆକ୍ରାନ୍ତ ସୁସ୍ଥ ହେଲେ। ଗଜପତିରୁ ୨୦, ଖୋର୍ଦ୍ଧାରୁ ୧୯, କଟକରୁ ୧୮, ଭଦ୍ରକ ୧୪, କେନ୍ଦୁଝର ୧୩, ନୟାଗଡ଼ରୁ ୧୨ ସୁସ୍ଥ ହୋଇଛନ୍ତି। ମୟୂରଭଂଜ ୧୦, ଯାଜପୁର ୯, ବାଲେଶ୍ୱରରୁ ୮, କେନ୍ଦ୍ରାପଡ଼ା ୭, ଅନୁଗୁଳ ୪, ଢେଙ୍କାନାଳରୁ ୩ ସୁସ୍ଥ ହୋଇଛନ୍ତି। ବଲାଙ୍ଗିର ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ, ଦେବଗଡ଼ରୁ ଜଣେ ଓ ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଉ ୨୪୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୧ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like