କରୋନାରୁ ଆରୋଗ୍ୟ ହେଲେ ଆଉ ୨୧୭

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୨୧୭ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଏଯାବତ୍ ୬,୭୦୩ ଆକ୍ରାନ୍ତ ସୁସ୍ଥ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

କେଉଁ ଜିଲ୍ଲାରୁ କେତେ:-

ଗଞ୍ଜାମରୁ ସର୍ବାଧିକ ୯୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଦାରୁ ୧୮, ବାଲେଶ୍ୱରରୁ ୧୫, ମୟୁରଭଞ୍ଜରୁ ୧୩, ବରଗଡ଼ରୁ ୧୨, କେନ୍ଦୁଝରରୁ ୮, ଝାରସୁଗୁଡ଼ାରୁ ୭, ମାଲକାନଗିରିରୁ ୭ ଏବଂ ଯାଜପୁରରୁ ୬ ଜଣ ଅଛନ୍ତି।

ସେହିପରି ଅନୁଗୁଳ, କଟକରୁ ୫ ଲେଖାଏଁ, ଢେଙ୍କାନାଳ ଓ ପୁରୀରୁ ୪ ଲେଖାଏଁ, ଜଗତସିଂହପୁରରୁ ୩, କେନ୍ଦ୍ରାପଡା ଓ ସୋନପୁରରୁ ୨ ଲେଖାଏଁ ଓ ବଲାଙ୍ଗିର ଜଣେ ସୁସ୍ଥ ହୋଇଛନ୍ତି।


ରାଜ୍ୟରେ ଆଜି ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୭୧ ମଧ୍ୟରୁ ୪୦୩ କ୍ୱାରେଣ୍ଟିନ ସେଣ୍ଟରର ଓ ୧୬୮ ଲୋକାଲ୍ କେସ୍‌ ଥିବା ଜଣାଯାଇଛି। ଗଞ୍ଜାମରୁ ସର୍ବାଧିକ ୨୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

You might also like