ରାଜ୍ୟରେ ସୁସ୍ଥ ହେଲେ ୨୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ୨୫୦୩ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୬୭୮୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

କେଉଁ ଜିଲ୍ଲାରୁ କେତେ:-

ଖୋର୍ଦ୍ଧାରୁ ୩୬୯, କଟକରୁ ୨୮୧, ଗଞ୍ଜାମରୁ ୨୦୪, ରାୟଗଡ଼ାରୁ ୧୮୦, ସମ୍ବଲପୁରରୁ ୧୪୯, ନୟାଗଡ଼ରୁ ୧୩୫, ବାଲେଶ୍ୱରରୁ ୧୩୨, ମୟୂରଭଞ୍ଜରୁ ୧୦୭, ପୁରୀରୁ ୧୦୨, କୋରାପୁଟରୁ ୯୫, ଝାରସୁଗୁଡ଼ାରୁ ୭୧ ଆକ୍ରାନ୍ତ, ବରଗଡ଼, ଭଦ୍ରକ ଓ ବୌଦ୍ଧରୁ ୭୦ ଲେଖାଏଁ, ମାଲକାନଗିରିରୁ ୬୭, କନ୍ଧମାଳରୁ ୫୨, ଗଜପତିରୁ ୪୮ ସୁସ୍ଥ ହୋଇଛନ୍ତି।

ନବରଙ୍ଗପୁରରୁ ୪୪, କେନ୍ଦ୍ରାପଡ଼ାରୁ ୪୩, କଳାହାଣ୍ଡିରୁ ୩୮, ବଲାଙ୍ଗିରରୁ ୩୬, ଯାଜପୁରରୁ ୩୩, ସୁବର୍ଣ୍ଣପୁରରୁ ୨୬, କେନ୍ଦୁଝରରୁ ୨୧, ଢେଙ୍କାନାଳରୁ ୧୯, ଜଗତସିଂହପୁରରୁ ୧୫, ସୁନ୍ଦରଗଡ଼ରୁ ୧୫, ନୂଆପଡ଼ାରୁ ୭, ଅନୁଗୁଳରୁ ୩, ଦେବଗଡ଼ରୁ ଜଣେ ସୁସ୍ଥ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like