ଦିନକରେ ସୁସ୍ଥ ହେଲେ ୨୧୫୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ଦିନକରେ ସୁସ୍ଥ ହେଲେ ୨୧୫୦ କରୋନା ଆକ୍ରାନ୍ତ। ଏହାକୁ ମିଶାଇ କରୋନାରୁ ଆରୋଗ୍ୟଙ୍କ ସଂଖ୍ୟା ୬୫,୩୨୩କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
କେଉଁ ଜିଲ୍ଲାରୁ କେତେ:-
ଖୋର୍ଦ୍ଧାରୁ ୪୩୫, ଗଞ୍ଜାମରୁ ୨୭୭, କଟକରୁ ୨୨୫, ପୁରୀରୁ ୨୧୮, କୋରାପୁଟରୁ ୧୮୨, ଯାଜପୁରରୁ ୧୩୫, ମୟୂରଭଞ୍ଜରୁ ୧୧୯, ବାଲେଶ୍ୱରରୁ ୧୦୧, ଗଜପତିରୁ ୮୯, ମାଲକାନଗିରିରୁ ୭୫, ସୁନ୍ଦରଗଡ଼ରୁ ୭୨, ସମ୍ବଲପୁରରୁ ୬୪, ବଲାଙ୍ଗିରରୁ ୫୧, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୪୭ ସୁସ୍ଥ ହୋଇଛନ୍ତି।
11 from Nabarangpur
5 from Anugul
3 from Deogarh
3 from NuapadaThe total recovered cases of Odisha now stand at 65323
— H & FW Dept Odisha (@HFWOdisha) August 27, 2020
ସେହିପରି ଭଦ୍ରକରୁ ୪୩, ଝାରସୁଗୁଡ଼ାରୁ ୪୨, ସୁବର୍ଣ୍ଣପୁରରୁ ୩୮, ବରଗଡ଼ରୁ ୩୬, ନୟାଗଡ଼ରୁ ୩୩, ବୌଦ୍ଧରୁ ୩୧, ଢେଙ୍କାନାଳ ଓ କେନ୍ଦୁଝରରୁ ୩୦ ଲେଖାଏଁ ଆକ୍ରାନ୍ତ, କେନ୍ଦ୍ରାପଡ଼ା ଓ ରାୟଗଡ଼ାରୁ ୨୫ ଲେଖାଏଁ, ଜଗତସିଂହପୁରରୁ ୧୭, ନବରଙ୍ଗପୁରରୁ ୧୧, ଅନୁଗୁଳରୁ ୫, ଦେବଗଡ଼ ଓ ନୂଆପଡ଼ାରୁ ୩ ଲେଖାଏଁ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।