ରାଜ୍ୟରେ ଆଉ ୨୮୪୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରୁ ସୁସ୍ଥ ହେଲେ ଆଉ ୨୮୪୨ ଜଣ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା।

ସେହିପରି କଟକରୁ ୨୩୭, ନୂଆପଡ଼ାରୁ ୧୬୧, ପୁରୀରୁ ୧୪୮ ଜଣ ସୁସ୍ଥ ହୋଇଥିବା ବେଳେ ସମ୍ବଲପୁର- ୧୩୬, ଅନୁଗୁଳ- ୧୧୯, କଳାହାଣ୍ଡିରୁ ୧୧୭ ସୁସ୍ଥ ହୋଇଛନ୍ତି।

ଝାରସୁଗୁଡ଼ା- ୧୧୮, ଯାଜପୁର- ୧୦୦, ଭଦ୍ରକରୁ ୯୪ ସୁସ୍ଥ ହୋଇଥିବା ବେଳେ ବରଗଡ଼- ୯୩, ମୟୂରଭଞ୍ଜ- ୯୨, ଜଗତସିଂହପୁରରୁ ୮୫, ନୟାଗଡ଼- ୭୮, କେନ୍ଦ୍ରାପଡ଼ା- ୭୬, କେନ୍ଦୁଝର- ୬୮, ଢେଙ୍କାନାଳ- ୬୦

ବଲାଙ୍ଗିର ଓ ନବରଙ୍ଗପୁରରୁ ୫୮ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କୋରାପୁଟ ଓ ମାଲକାନଗିରିରୁ ୪୧ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୪୪୨୨୭ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like