ଆଜି ରାଜ୍ୟରେ ସୁସ୍ଥ ହେଲେ ୩୨୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଉଥିବା ବେଳେ ଏପଟେ ସୁସ୍ଥ ସଂଖ୍ୟା ବଧ୍ୟ ବଢ଼ୁଛି। ଏହିକ୍ରମରେ ଆଜି ରାଜ୍ୟରେ ମୋଟ ୩୨୧୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୧୫୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍ କରି ସୂଚନା ଦେଇଛି।

ଆଜି ରାଜ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୨୮୧, କଟକରୁ ୨୭୫, ବରଗଡ଼ରୁ ୨୧୮, ରାୟଗଡ଼ାରୁ ୨୦୬, ଗଞ୍ଜାମରୁ ୧୨୬, କେନ୍ଦୁଝରରୁ ୧୧୬, ଯାଜପୁରରୁ ୧୧୨, ପୁରୀରୁ ୧୦୩ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଝାରସୁଗୁଡ଼ାରୁ ୯୬, ନବରଙ୍ଗପୁରରୁ ୭୯, ନୂଆପଡ଼ାରୁ ୭୯, ସୁନ୍ଦରଗଡ଼ରୁ ୭୫, ଅନୁଗୁଳରୁ ୬୯, ଢେଙ୍କାନାଳରୁ ୫୯, ଭଦ୍ରକରୁ ୫୪, ଜଗତସିଂହପୁରରୁ ୫୪, ସୋନପୁରରୁ ୫୩, ବାଲେଶ୍ୱରରୁ ୪୯, ବଲାଙ୍ଗିରରୁ ୪୯, ନୟାଗଡ଼ରୁ ୪୯, କନ୍ଧମାଳରୁ ୩୬, ମାଲକାନଗିରିରୁ ୨୮, ଗଜପତିରୁ ୨୧, କଳାହାଣ୍ଡିରୁ ୧୨, ବୌଦ୍ଧରୁ ୭ ଏବଂ ଦେବଗଡ଼ରୁ ୪ଜଣ ଆରୋଗ୍ୟ ଲାଭ କରିଛନ୍ତି।

ଆହୁରି ପଢ଼ନ୍ତୁ

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

You might also like