ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୩୬୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ମୋଟ୍‌ ୧୧୮୬୪୨ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ରହିଛନ୍ତି। ଖୋର୍ଦ୍ଧାରୁ ୮୦୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୪୮, ପୁରୀରୁ ୨୮୦, ମୟୂରଭଞ୍ଜରୁ ୨୦୬, ରାୟଗଡ଼ାରୁ ୧୭୩, ଭଦ୍ରକରୁ ୧୪୪, ସୁନ୍ଦରଗଡ଼ରୁ ୧୨୦, ଝାରସୁଗୁଡ଼ାରୁ ୧୧୯, ବରଗଡ଼ରୁ ୧୧୬, ଗଞ୍ଜାମରୁ ୧୧୦ ସୁସ୍ଥ ହୋଇଛନ୍ତି।

ସେହିପରି କଳାହାଣ୍ଡିରୁ ୮୯, ସୁବର୍ଣ୍ଣପୁରରୁ ୮୭, କନ୍ଧମାଳରୁ ୮୫, କୋରାପୁଟରୁ ୭୧, ବାଲେଶ୍ୱରରୁ ୬୬, ସମ୍ବଲପୁରରୁ ୬୬, ବୌଦ୍ଧରୁ ୬୫, ନୟାଗଡ଼ରୁ ୫୮, କେନ୍ଦୁଝରରୁ ୫୧, କେନ୍ଦ୍ରାପଡ଼ାରୁ ୪୪, ଯାଜପୁରରୁ ୪୦, ବଲାଙ୍ଗିରରୁ ୩୯, ଜଗତସିଂହପୁରରୁ ୩୧, ଗଜପତିରୁ ୨୯, ଅନୁଗୋଳରୁ ୨୮, ଢେଙ୍କାନାଳରୁ ୨୫, ନବରଙ୍ଗପୁରରୁ ୨୪, ମାଲକାନଗିରିରୁ ୨୨, ନୂଆପଡ଼ାରୁ ୧୬ ଓ ଦେବଗଡ଼ରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like