୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୦୪

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ରହିଛନ୍ତି। ଖୋର୍ଦ୍ଧାରୁ ମୋଟ ୭୯୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡ଼ାରୁ ୧୫୧, କେନ୍ଦ୍ରାପଡ଼ାରୁ ୧୪୭, ବଲାଙ୍ଗିରରୁ ୧୩୬, ସୁନ୍ଦରଗଡ଼ରୁ ୧୩୬, ବରଗଡ଼ରୁ ୧୩୨, ମୟୂରଭଞ୍ଜରୁ ୧୨୦, ନବରଙ୍ଗପୁରରୁ ୧୨୦, ଯାଜପୁରରୁ ୧୧୩, ସମ୍ୱଲପୁରରୁ ୧୧୧ ଜଣ ଆରୋଗ୍ୟ ହୋଇଛନ୍ତି।

ସେହିପରି କୋରାପୁଟରୁ ୯୯, ରାୟଗଡ଼ାରୁ ୯୮, ଜଗତସିଂହପୁରରୁ ୯୦, କନ୍ଧମାଳରୁ ୮୫, ଭଦ୍ରକରୁ ୭୬, ବାଲେଶ୍ୱରରୁ ୭୩, କେନ୍ଦୁଝରରୁ ୭୨, ସୋନପୁରରୁ ୬୫, ଗଞ୍ଜାମରୁ ୫୫, ବୌଦ୍ଧରୁ ୫୧, ଢେଙ୍କାନାଳରୁ ୩୯, ନୟାଗଡ଼ରୁ ୩୬, କଳାହାଣ୍ଡିରୁ ୩୪, ମାଲକାନଗିରିରୁ ୨୭, ଦେବଗଡ଼ରୁ ୨୩, ଅନୁଗୋଳରୁ ୨୨, ଗଜପତିରୁ ୨୨, ନୂଆପଡ଼ାରୁ ୧୧ ଓ ଷ୍ଟେଟ୍‌ ପୁଲରୁ ୧୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like