୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୧୪ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୫୭୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୪୪ ରହିଥିବା ବେଳେ ବରଗଡ଼ରୁ ୩୯୭, କଟକରୁ ୩୭୫, ଯାଜପୁରରୁ ୨୪୨, ପୁରୀରୁ ୨୦୧, ମୟୂରଭଞ୍ଜରୁ ୧୫୨, ଝାରସୁଗୁଡ଼ାରୁ ୧୧୭, କୋରାପୁଟରୁ ୧୧୫, ବାଲେଶ୍ୱରରୁ ୧୧୫, କନ୍ଧମାଳରୁ ୧୦୦ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଜଗତସିଂହପୁରରୁ ୯୩, ଗଞ୍ଜାମରୁ ୯୨, କେନ୍ଦ୍ରାପଡ଼ାରୁ ୮୮, ସୁବର୍ଣ୍ଣପୁରରୁ ୮୪, ସୁନ୍ଦରଗଡ଼ରୁ ୮୪, ବଲାଙ୍ଗିରରୁ ୭୫, ଅନୁଗୁଳରୁ ୭୨, ସମ୍ବଲପୁରରୁ ୭୧, ନୟାଗଡ଼ରୁ ୭୦, କେନ୍ଦୁଝରରୁ ୬୦, ନବରଙ୍ଗପୁରରୁ ୫୯, ନୂଆପଡ଼ାରୁ ୫୩, କଳାହାଣ୍ଡିରୁ ୪୮, ଦେବଗଡ଼ରୁ ୪୩, ଗଞ୍ଜାମରୁ ୩୮, ଭଦ୍ରକରୁ ୩୪, ଢେଙ୍କାନାଳରୁ ୩୪, ମାଲକାନଗିରିରୁ ୨୨, ବୌଦ୍ଧରୁ ୧୯ ଓ ରାୟଗଡ଼ାରୁ ୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like