ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ। ଗଞ୍ଜାମରୁ ସର୍ବାଧିକ କରୋନାରୁ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ୮୩୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

କେଉଁ ଜିଲ୍ଲାରୁ କେତେ:-

ଅରୋଗ୍ୟଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୭ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡ଼ରୁ ୧୮, ପୁରୀରୁ ୧୬, ସମ୍ୱଲପୁରରୁ ୧୪, ବାଲେଶ୍ୱରରୁ ୧୧, ଅନୁଗୋଳରୁ ୮, କେନ୍ଦ୍ରାପଡ଼ାରୁ ୬, ଗଜପତିରୁ ୨, ଝାରସୁଗୁଡ଼ାରୁ ୨; ବରଗଡ଼, ଭଦ୍ରକ ଓ ଦେବଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।


ସେହିପରି ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୮୬ ରହିଛି।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା ପୋଲିସ ଇନ୍ସପେକ୍ଟର

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like