ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୨୩ ହଜାର ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହେଲେ। ଏ ନେଇ ଟ୍ୱିଟ୍ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

କେଉଁ ଜିଲ୍ଲାରୁ କେତେ:-

ଖୋର୍ଦ୍ଧାରୁ ସର୍ବାଧତ୍କ ୧୧୪୩, କଟକ-୩୨୫, ପୁରୀରୁ ୧୯୩, ଝାରସୁଗୁଡ଼ା- ୧୫୯, ବାଲେଶ୍ୱର- ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁର- ୧୨୬, କେନ୍ଦୁଝର- ୧୨୪, କେନ୍ଦ୍ରାପଡ଼ା-୧୨୨, ସୁନ୍ଦରଗଡ଼-୧୨୧, କଳାହାଣ୍ଡି- ୧୧୨, ବଲାଙ୍ଗିର- ୧୦୩, ବରଗଡ଼-୮୧, ନୂଆପଡ଼ା- ୮୦
ଢେଙ୍କାନାଳ- ୭୯, ଜଗତସିଂହପୁର ଓ ସମ୍ବଲପୁରରୁ ୭୨ ଲେଖାଏଁ ସୁସ୍ଥ ହୋଇଛନ୍ତି।

ସେହିପରି ରାୟଗଡ଼ା- ୭୦, ଭଦ୍ରକ- ୬୪, କନ୍ଧମାଳ- ୫୯, ନବରଙ୍ଗପୁର- ୫୬, ନୟାଗଡ଼- ୫୨, ସୁବର୍ଣ୍ଣପୁର- ୫୦, କୋରାପୁଟ- ୪୮, ଗଞ୍ଜାମ- ୪୨, ବୌଦ୍ଧ ଓ ମାଲକାନଗିରିରୁ ୨୮ ଲେଖାଏଁ, ଅନୁଗୁଳରୁ ୧୯, ଦେବଗଡ଼- ୧୬, ଗଜପତି- ୧୫ ଓ ଷ୍ଟେଟ୍ ପୁଲ୍‌ରୁ ୧୬୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଆହୁରି ପଢ଼ନ୍ତୁ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

You might also like