ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଆଜି ସୁଦ୍ଧା ୧ ଲକ୍ଷ ୭୦ ହଜାର ୧୯୩ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଲେଣି।

ତେବେ ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ଥିବା ବେଳେ କଟକରୁ ୪୧୧ ଜଣ ଆରୋଗ୍ୟ ହୋଇଛନ୍ତି।  ସେହିଭଳି ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡ଼ରୁ ୧୬୭, ଯାଜପୁରରୁ ୧୪୨, ବରଗଡ଼ରୁ ୧୪୧ ଜଣ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।

ବାଲେଶ୍ୱରରୁ ମଧ୍ୟ ୧୩୭ କରୋନା ଆକ୍ରାନ୍ତୁ ସୁସ୍ଥ ହୋଇଛନ୍ତି। ସେହିପରି  ନବରଙ୍ଗପୁରରୁ ୧୧୪, ପୁରୀରୁ ୧୦୯, ଜଗତସିଂହପୁରରୁ ୧୦୩,  ସୁବର୍ଣ୍ଣପୁରରୁ ୧୦୩, କୋରାପୁଟରୁ ୧୦୨, ଅନୁଗୋଳରୁ ୧୦୧, ଢେଙ୍କାନାଳରୁ ୯୮, କଳାହାଣ୍ଡିରୁ ୯୭, ଝାରସୁଗୁଡ଼ାରୁ ୯୨, ସମ୍ବଲପୁରରୁ ୯୧, କେନ୍ଦୁଝରରୁ ୯୦, କନ୍ଧମାଳରୁ ୮୯ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ାରୁ ୮୯, ଭଦ୍ରକରୁ ୮୬, ମାଲକାନଗିରିରୁ ୬୬, ବଲାଙ୍ଗିରରୁ ୬୫, ବୌଦ୍ଧରୁ ୬୧, ଗଞ୍ଜାମରୁ ୫୬, ନୂଆପଡ଼ାରୁ ୫୩, ରାୟଗଡ଼ାରୁ ୫୧, ନୟାଗଡ଼ରୁ ୪୨, ଦେବଗଡ଼ରୁ ୧୬, ଗଜପତିରୁ ୧୩ ଓ ଷ୍ଟେଟ୍ ପୁଲ୍‌ରୁ ୫୮୭ ସୁସ୍ଥ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like